ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀ ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ। ସେହିପରି କଳାହାଣ୍ଡିରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ସୁନ୍ଦରଗଡ଼ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପତାକା ଉତ୍ତୋଳନ କରିବେ। ସେହିପରି ମନ୍ତ୍ରୀ ସୁରେଶ ପୂଜାରୀ –କଟକ,ମନ୍ତ୍ରୀ ରବି ନାରାୟଣ ନାୟକ- ଅନୁଗୁଳ,ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ- ମାଲକାନଗିରି,ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର- ସମ୍ବଲପୁର,ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ହରିଚନ୍ଦନ- ଗଞ୍ଜାମ,ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ- ରାୟଗଡା,ମନ୍ତ୍ରୀ ବିଭୁତି ଭୂଷଣ ଜେନା- କନ୍ଧମାଳ,ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର- ଖୋର୍ଦ୍ଧା,ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ- ପୁରୀ,ମନ୍ତ୍ରୀ ସୁର୍ଯ୍ୟବଂଶୀ ସୂରଜ- ବଲାଙ୍ଗୀର,ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ- ବାଲେଶ୍ବର,ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ- ଗଜପତି,ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ- କୋରାପୁଟ |ଏହି ଖବର ଅନ୍ୟଙ୍କୁ ସେୟାର କରନ୍ତୁ
