ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଇଛନ୍ତି ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ । ଅଧିକାରୀଙ୍କ ଅନୁଯାୟୀ, ଜାନୁଆରୀ ୧୦ ତାରିଖରେ ଧନଖଡ଼ ଦୁଇଥର ୱାଶରୁମରେ ଚେତାଶୂନ୍ୟ ହୋଇଯାଇଥିଲେ। ଆଜି ଡାକ୍ତରମାନେ ତାଙ୍କୁ ଅଧିକ ଯାଞ୍ଚ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଜଗଦୀପ ଧନଖଡ଼ ଗତ ବର୍ଷଠାରୁ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।କିନ୍ତୁ ଏବେ ତାଙ୍କର ସ୍ୱାସ୍ଥ୍ୟବସ୍ଥାକୁ ନେଇ ପରିବାର ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।
ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
By madhulekha1 Min Read
