ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭୁବନେଶ୍ବର ଶବରଙ୍କ ଘରେ ଚଢାଉ। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସ୍ଥିତ ପୂର୍ତ୍ତ ବିଭାଗର ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଚାଲିଛି ।କୋଟି କୋଟି ଟଙ୍କା ଠୁଳ କରିଥିବା ଅଭିଯୋଗ ହୋଇଛି । ଅଫିସ୍, ଧର୍ମଗଡ଼ ଓ ଭବାନୀପାଟଣା ସ୍ଥିତ ବାସଭବନ ଓ ଫାର୍ମହାଉସରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରୁଛି ।ଏକକାଳୀୟ କଳାହାଣ୍ଡିର ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।ଚଢାଉ ସମୟରେ ୬ ଜଣ ଡିଏସ୍ପି, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଉପସ୍ଥିତ ରହିଛନ୍ତି ।
ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ; ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
By madhulekha1 Min Read
