ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ଆସନ୍ତାକାଲି ହାଇକୋର୍ଟ ବାର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେବେ।ଶହୀଦ ଭବନ ପରିସରରେ ଆୟୋଜିତ ହେବାକୁ ଥିବା ଜାତୀୟ ସ୍ତରର ଆଲୋଚନାଚକ୍ରରେ ସାମିଲ ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ ।ସୂଚନା ଅନୁସାରେ, ଆଜି ଭୁବନେଶ୍ବରରେ ଥିବା ମେଫେୟର ହୋଟେଲରେ ରାତ୍ରିଯାପନ କରିବେ। ରବିବାର ସକାଳେ କଟକ ଅଭିମୁଖେ ସେ ବାହାରିବେ । ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ସ୍ଵାଗତ କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ୍ ହରିଚନ୍ଦନ ।
ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ
By madhulekha1 Min Read
