Author: madhulekha

ଅକ୍ଷୟ କୁମାର ଏବଂ ପ୍ରିୟଦର୍ଶନଙ୍କ ସୁପରହିଟ୍ ଯୋଡ଼ି ୧୦ ବର୍ଷ ପରେ ପୁନରାଗମନ କରୁଛନ୍ତି। ସେମାନେ ତିନୋଟି ପ୍ରମୁଖ ଫିଲ୍ମ ପାଇଁ ଏକାଠି କାମ କରିଛନ୍ତି ଯେପରିକି ‘ହୈୱାନ’, ହେରା ଫେରି ୩’, ଏବଂ ‘ଭୂତ ବଙ୍ଗଳା’ ଯାହା ଦର୍ଶକଙ୍କୁ ବେଶ୍ ପସନ୍ଦ ଆସିଥିଲା । ‘ଭୂତ ବଙ୍ଗଳା ପ୍ରଥମେ ଏପ୍ରିଲ ୨୦୨୬ ରେ ସିନେମା ହଲରେ ଆସିବାର ଆଶା କରାଯାଉଥିଲା ଏବଂ ଏହାର ପ୍ରସ୍ତୁତି ଜୋରସୋରରେ ଚାଲିଛି।କିନ୍ତୁ, ଫିଲ୍ମଟି ସ୍ଥଗିତ ରଖାଯାଇପାରେ ଏବଂ ନିର୍ମାତା ଏହାର ମୁକ୍ତି ତାରିଖ ଘୁଞ୍ଚାଇବା ବିଷୟରେ ବିଚାର କରୁଛନ୍ତି। ଅକ୍ଷୟ କୁମାର ଚାହାଁନ୍ତି ନାହିଁ ଯେ ‘ଭୁଟ ବଙ୍ଗଳା’ ‘ଧୁରନ୍ଦର ୨’ ସହିତ ସଂଘର୍ଷ କରିବ। ଏକ ସୂତ୍ରରୁ ଜଣାପଡିଛି ଯେ ଅକ୍ଷୟ କୁମାର ଭଲ ଭାବରେ ଜାଣନ୍ତି ଯେ “ଧୁରନ୍ଧର ୨” ବକ୍ସ ଅଫିସରେ ଇତିହାସ ସୃଷ୍ଟି କରିପାରିବ। ଅକ୍ଷୟ ଜଣେ ବୁଦ୍ଧିମାନ ବ୍ୟବସାୟୀ। ସେ ଦେଖିଥିଲେ ଯେ “ଧୁରନ୍ଧର”ର ରିଲିଜ୍ “ତୁ…

Read More

ନ୍ୟୁଜିଲାଣ୍ଡ ବିରୋଧରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଦଳର ଘୋଷଣା ହୋଇଛି । ଶୁଭମନ ଗିଲ୍ ଏହି ଶୃଙ୍ଖଳାର ଅଧିନାୟକତ୍ୱ କରିବେ ଏବଂ ଶ୍ରେୟସ୍ ଆୟରଙ୍କୁ ଉପ-ଅଧିନାୟକ କରାଯାଇଛି । ଶ୍ରେୟସ ଆୟର ମ୍ୟାଚ ଖେଳିବେ କି ନାହିଁ ଏହା ତାଙ୍କର ଫିଟନେସ୍ କ୍ଲିୟରାନ୍ସ ଉପରେ ନିର୍ଭର କରିବ।ଭାରତୀୟ ଟିମରେ ଶୁଭମାନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, କେ.ଏଲ୍ ରାହୁଲ, ଶ୍ରେୟସ୍ ଆୟର, ୱାଶିଂଟନ୍ ସୁନ୍ଦର, ରବୀନ୍ଦ୍ର ଜାଡେଜା, ମହମ୍ମଦ ସିରାଜ, ହର୍ଷିତ ରାଣା, ପ୍ରସାଦ କୃଷ୍ଣ, କୁଲଦୀପ ଯାଦବ, ଋଷଭ ପନ୍ତ, ନୀତୀଶ କୁମାର ରେଡ୍ଡୀ, ଅର୍ଶଦୀପ ସିଂ ଏବଂ ଯଶ୍ବସ୍ବୀ ଜୟସଓ୍ବାଲ ରହିଛନ୍ତି ।ଏହି ସିରିଜର ପ୍ରଥମ ମ୍ୟାଚ୍ ୧୧ ଜାନୁଆରୀରେ ବରୋଦରାରେ, ଦ୍ୱିତୀୟ ମ୍ୟାଚ୍ ୧୪ ଜାନୁଆରୀରେ ରାଜକୋଟରେ ଏବଂ ତୃତୀୟ ମ୍ୟାଚ୍ ୧୮ ଜାନୁଆରୀରେ ଇନ୍ଦୋରରେ ଅନୁଷ୍ଠିତ ହେବ।

Read More

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନସ୍ଥ ସମସ୍ତ ହିତାଧିକାରୀ ମାନଙ୍କ ଆଧାର ଭିତ୍ତିକ ଇ-କେୱାଇସି କରିବା ପ୍ରକ୍ରିୟାର ଅବଧି ବୃଦ୍ଧି କରାଯାଇଛି । ଏହି ଅବଧିକୁ ରାଜ୍ୟ ସରକାର ଆସନ୍ତା ୨୦୨୬ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏତଦବ୍ୟତୀତ କୌଣସି କାରଣ ବଶତଃ ଅଦ୍ୟାବଧି ଇ-କେୱାଇସି କରି ପାରିନଥିବା ହିତାଧିକାରୀ ମାନଙ୍କୁ ପ୍ରତ୍ୟେକ ମାସର ପିଡ଼ିଏସ ସାମଗ୍ରୀ ପୂର୍ବବତ ଆବଣ୍ଟିତ କରାଯାଉଅଛି । କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେୱାଇସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ । ହିତାଧିକାରୀମାନେ ସେମାନଙ୍କ ଆଧାର ସଂଯୁକ୍ତ ଇ-କେୱାଇସି ରାଜ୍ୟର ସାଧରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ) ଅନ୍ତର୍ଗତ ସମସ୍ତ ୧୧, ୭୨୫ ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ଟି ବ୍ଲକ ଓ ୬୪ ଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ କରିପାରିବେ ।

Read More

ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍‌। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। ସୂଚନା ଅନୁସାରେ, ରୂପାଲି ଛକରେ ୮୨ ନମ୍ବର ରୁଟ୍‌ର ‘ଆମ ବସ୍’ ଏକ ସ୍କୁଟିକୁ ଧକ୍କା ଦେବାରୁ ଉତ୍ତେଜନା ପ୍ରକାଶ ପାଇଛି । ଟ୍ରାଫିକ୍‌ ଉପରେ ଲୋକେ ‘ଆମ ବସ୍’ ଚାଳକଙ୍କୁ ବସ୍‌ରୁ ଘୋଷାଡ଼ି ନେଇ ନିର୍ଧୁମ ଛେଚିଛନ୍ତି । ସହିଦନଗର ଥାନା ପୋଲିସ ପହଞ୍ଚି ଲୋକଙ୍କ କବଳରୁ ‘ଆମ ବସ୍’ ଚାଳକଙ୍କୁ ଉଦ୍ଧାର କରିଛି ।ଅପରାହ୍ଣରେ ରୂପାଲି ଟ୍ରାଫିକ୍‌ରେ ଏକ ସ୍କୁଟିକୁ ୮୨ ନମ୍ବର ରୁଟ୍‌ରେ ଯାଉଥିବା ‘ଆମ ବସ୍’ ପଛରୁ ଧକ୍କା ଦେବାକୁ ନେଇ ଏଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି । ଉତ୍ତ୍ୟକ୍ତ ଲୋକେ ଚାଳକଙ୍କୁ ମାଡ଼ ମାରିବା ପରେ ପୋଲିସ ପହଞ୍ଚି ଉଦ୍ଧାର କରିଛି । ଦିନରେ ମଧ୍ୟ ସେହି ରୂପାଲି ଛକ ଟ୍ରାଫିକ୍‌ରେ ଛିଡ଼ା ହୋଇଥିବା ଏକ ଅଟୋ ରିକ୍ସାକୁ ‘ଆମ ବସ୍’…

Read More

ସୋସିଆଲ୍ ମିଡିଆରେ ଗୋଟେ ଖବର ଭାଇରାଲ ହେଉଛି। ୨୦୨୬ ମାର୍ଚ୍ଚ ପରେ ମାର୍କେଟ୍‌ରୁ ୫୦୦ ଟଙ୍କିଆ ନୋଟ୍ ହଟାଇ ନେବ ଆର୍‌ବିଆଇ। ଅର୍ଥାତ୍ ଏହି ନୋଟ୍ ଆଉ ପ୍ରଚଳନ ହେବ ନାହିଁ। ସରକାରି ସଂସ୍ଥା PIB ତରଫରୁ ସୋସିଆଲ ମିଡିଆ ଏକ୍ସରେ ଏହି ମସେଜ୍‌ କୁ ଖଣ୍ଡନ କରାଯାଇଛି । PIB ତରଫରୁ କୁହାଯାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ ଆସନ୍ତା ମାର୍ଚ୍ଚ ୨୦୨୬ ସୁଦ୍ଧା ୫୦୦ ଟଙ୍କିଆ ନୋଟ୍‌କୁ ବନ୍ଦ କରିବାର କୌଣସି ଘୋଷଣା କରାଯାଇନି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ମେସେଜ୍‌ ସମ୍ପୂର୍ଣ୍ଣ ମିଛ । ଏହି ଭାଇରାଲ ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଏହା କେବଳ ଏକ ଗୁଜବ। ସରକାରଙ୍କ ପକ୍ଷରୁ ବାରମ୍ବାର ସ୍ପଷ୍ଟ କରାଯାଇଛି ଯେ, ୫୦୦ ଟଙ୍କିଆ ନୋଟ୍ ବନ୍ଦ କରିବାର କୌଣସି ଯୋଜନା ବର୍ତ୍ତମାନ ନାହିଁ ।୫୦୦ ଟଙ୍କିଆ ଉଠି ଯିବ ବୋଲି ସୋସିଆଲ ମିଡିଆରେ ଖବର ଭାଇରାଲ ହେବା ପରେ…

Read More

ପୁଣି ଅସୁରକ୍ଷିତ ହୋଇ ପଡିଛି ଶ୍ରୀମନ୍ଦିର । ଆଜି ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ପରିଲିକ୍ଷିତ ହୋଇଥିବା ଦେଖିବାକୁ ମିଳିଛି । କେହି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ପ୍ରବେଶ କରିଥିବା ଦେଖିବାକୁ ମିଳିଛି ।ଯାହା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା ସହ କାର୍ଯ୍ୟରେ ଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଉଠିଛି । ଖବର ଅନୁସାରେ, ଆଜି ସକାଳୁ ଜଣେ ପ୍ରତିହାରୀ ସେବକ ଶ୍ରୀମନ୍ଦିର ଭିତରୁ ହାତରେ ଜୋତା ଧରି ବାହାରକୁ ଆସିଥିଲେ । ଭୋଗ ମଣ୍ଡପ ଦ୍ବାର ନିକଟରେ ଏହି ଯୋତାକୁ ସେ ରଖାଯାଇଥିବା ଦେଖିବାକୁ ପାଇଥିଲେ । ଜୋତା ରହିଥିବା ଦେଖିବା ମାତ୍ରେ ଜୋତାକୁ ହାତରେ ଧରି ବାହାରକୁ ଆଣିଥିଲେ । ତେବେ ସିସିଟିଭି ଫୁଟେଜ ଦେଖି କିଏ ସେ ବ୍ୟକ୍ତି ଜୋତା ପିନ୍ଧି ମନ୍ଦିର ମଧ୍ୟକୁ ଯାଇଛନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରାଯାଇଛି…

Read More

ସବୁଠାରୁ ଲୋକପ୍ରିୟ ପ୍ଲାଟଫର୍ମ ‘କୌନ ବନେଗା କରୋଡପତି’ଶୋ’ର ସିଜିନ୍ ୧୭ ଶେଷ ହୋଇଛି । ଏହି ସିଜିନକୁ ବିଦାୟ ଦେବା ସମୟରେ ବିଗ୍ ବି ତାଙ୍କ ଫ୍ୟାନ୍ସଙ୍କୁ ଚମତ୍କାର ପ୍ରଦର୍ଶନ ଦେଖାଇଛନ୍ତି । ଏଥିସହ ଏହି ଏପିସୋଡରେ କିକୁ ଶାରଦାଙ୍କୁ ମଧ୍ୟ ଦେଖିବାକୁ ମିଳିଛି । ଯିଏ ସମସ୍ତଙ୍କୁ ହସାଇଛନ୍ତି । ଏହି ସମୟରେ ଅମିତାଭଙ୍କୁ ଖୁବ୍ ଇମୋସନାଲ ହେଉଥିବାର ଦେଖିବାକୁ ମିଳିଥିଲା । ଏଥିସହ ଅମିତାଭ କହିଛନ୍ତି ଯେ, କିଛି ଏମିତି ମୁହୂର୍ତ୍ତ ଅନୁଭବ କରୁ ଯାହା ପରେ ଫାଇନାଲ ପଏଣ୍ଟରେ ପହଞ୍ଚାଇଦିଏ ।ଅମିତାଭ ବଚ୍ଚନ ୨୦୦୦ ମସିହାରେ ପ୍ରଥମ କରି KBC ସହିତ ଯୋଡ଼ି ହୋଇଥିଲେ। ବର୍ତ୍ତମାନ ୨୦୨୬ ମସିହାରେ ଏହି ସଫଳ ଯାତ୍ରାକୁ ୨୬ ବର୍ଷ ପୂରିଛି। ଅମିତାଭଙ୍କୁ ଏବେ ୮୩ ବର୍ଷ ବୟସ । ସେ ନିଜର ଭାବୁକ ସମ୍ବୋଧନରେ କହିଛନ୍ତି, “ଯଦି ମୁଁ ମୋର ବୟସକୁ ଦେଖେ, ତେବେ ମୋ ଜୀବନର ପ୍ରାୟ ଏକ…

Read More

ପାଣ୍ଡିଆନଙ୍କ ବିରୋଧରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପାଣ୍ଡିଆନଙ୍କ ବିରୋଧରେ କରାଯାଇଥିବା ଅଭିଯୋଗର ତଦନ୍ତ ପାଇଁ ଆସନ୍ତା ୬ ତାରିଖ ସୁଦ୍ଧା ସମସ୍ତ ଦସ୍ତାବିଜ, ଇଲେକ୍ଟ୍ରୋନିକ୍ସ ରେକର୍ଡ ଏବଂ ଅନ୍ୟାନ୍ୟ ପ୍ରମାଣ ଦାଖଲ କରିବାକୁ ଅଭିଯୋଗକାରୀ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ଚିଠି ଲେଖିଛି କ୍ରାଇମବ୍ରାଞ୍ଚ । ସୁରେନ୍ଦ୍ର ପାଣିଗ୍ରାହୀଙ୍କ ଦ୍ୱାରା ୨୦୨୪ ଫେବୃୟାରୀ ୮ତାରିଖରେ ରାଜ୍ୟ ଗୃହ ସଚିବଙ୍କ ନିକଟରେ ଦାଖଲ କରାଯାଇଥିବା ଅଭିଯୋଗର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ତାଙ୍କୁ ନୋଟିସ୍ ଜାରି ହୋଇଛି । ବିଏନ୍‌ଏସଏସର ଧାରା ୯୪ ଅନ୍ତର୍ଗତ ଡିସେମ୍ବର ୧୫ତାରିଖରେ ଏହି ନୋଟିସ୍ ଜାରି କରିଛନ୍ତି କ୍ରାଇମବ୍ରାଞ୍ଚର ତଦନ୍ତକାରୀ ଅଧିକାରୀ ଡିଏସପି ସନ୍ତୋଷ କୁମାର ଗୌଡ଼ । ଅଭିଯୋଗ ଅନୁଯାୟୀ, ଫାଇଭ-ଟି ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିବା ସମୟରେ ପାଣ୍ଡିଆନ ବିଭିନ୍ନ ସଭା ଓ କାର୍ଯ୍ୟକ୍ରମରେ ବେଆଇନ ଭାବେ ସରକାରୀ କ୍ଷମତାର ଅପବ୍ୟବହାର କରିଥିଲେ । ପାଣ୍ଡିଆନ ସରକାରୀ ତହବିଲରୁ ବିପୁଳ…

Read More

ଧର୍ମନଗରୀ ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ ‘ମାଘ ମେଳା ୨୦୨୬’ ଆରମ୍ଭ ହୋଇଛି। ଆଜି ପୌଷ ପୂର୍ଣ୍ଣିମାର ଶୁଭ ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ମିଳନ ସ୍ଥଳରେ ଆସ୍ଥାର ବୁଡ଼ ପକାଇଛନ୍ତି । ମାଘ ମାସରେ ପ୍ରୟାଗରାଜରେ ସ୍ନାନ ଏବଂ କଳ୍ପବାସ କରିବା ଦ୍ୱାରା ମନୁଷ୍ୟକୁ ମୋକ୍ଷ ପ୍ରାପ୍ତି ହୁଏ ଏବଂ ସମସ୍ତ ପାପରୁ ମୁକ୍ତି ମିଳିଥାଏ । ପୌଷ ପୂର୍ଣ୍ଣିମା ସହିତ ମାଘ ମେଳାରେ ଏକ ମାସ ଧରି ଚାଲିବାକୁ ଥିବା ‘କଳ୍ପବାସ’ ମଧ୍ୟ ଆରମ୍ଭ ହୋଇଯାଇଛି । ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା କଳ୍ପବାସୀ ମାନେ ସଙ୍ଗମ କୂଳରେ ତମ୍ବୁ ଗାଡ଼ି ନିଜର ଆଧ୍ୟାତ୍ମିକ ସାଧନା ଆରମ୍ଭ କରିଛନ୍ତି । କଳ୍ପବାସ ସମୟରେ ଶ୍ରଦ୍ଧାଳୁମାନେ ସାତ୍ତ୍ୱିକ ଜୀବନଯାପନ କରନ୍ତି, ଦିନକୁ ଥରେ ମାତ୍ର ଭୋଜନ କରନ୍ତି ଏବଂ ଅଧିକାଂଶ ସମୟ ଭଗବାନଙ୍କ ନାମ ଜପ ଓ ଭଜନ କୀର୍ତ୍ତନରେ…

Read More

ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ହେଲେ ଏଥିରେ ଓଏଏସ୍, ଓଆର୍‌ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ଜାଣିବା ପରେ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ଫଳରେ ଓଡିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS) ରେ ୧୧୩ଟି, ଓଡିଶା ପରିବହନ ସେବା (OTS) ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS) ରେ ୮ଟି ପଦବୀ ପୂରଣ ପାଇଁ ଓଡିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି। ଏହାଦ୍ବାରା ଏହିସବୁ…

Read More