Author: Madhulekha

ନୟାଗଡ଼ ବ୍ଲକ ର ସମସ୍ତ ଜିଲାପରିଷଦ, ସରପଞ୍ଚ, ସମିତିସଭ୍ୟ, ଆଜି 11ଘଟିକା ସମୟ ରେ ଜିଲାପାଳ ଙ୍କୁ ଭେଟି ମାଣ୍ଡିଆ ସମ୍ପର୍କ ରେ ଆଲୋଚନାକରିଛନ୍ତି, ସୂଚନା ଅନୁଯାୟୀ ନୟାଗଡ଼ ବ୍ଲକ ର ସମସ୍ତ ପଞ୍ଚାୟତ କୁ 64ପ୍ରତିଶତ ମାଣ୍ଡିଆ ଯୋଗାଇ ଦିଆ ଯାଇଛି, ଏହା ଦ୍ୱାରା ସମସ୍ତ କାର୍ଡ ଧାରିଙ୍କୁ ବଣ୍ଟନ କରିବା ପାଇଁ ଅସୁବିଧା ଦେଖା ଯାଇଛି,64ପ୍ରତିଶତ ମାଣ୍ଡିଆ ପ୍ରଦାନ କଲେ ଲୋକ ମାନଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହେବ, ଏହାକୁ ନେଇ ଜନ ପ୍ରତିନିଧି ମାନେ ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଙ୍କୁ ଭେଟି ଆଉ 36ପ୍ରତିସତ ମାଣ୍ଡିଆ ପ୍ରଦାନ କରିବା ପାଇଁ ନିବେଦନ କରିବା ସହିତ କାର୍ଡ ଧାରୀଉପକୃତ ହେବେ ବୋଲି ଜନ ପ୍ରତିନିଧି ସୂଚନା ଦେଇ ଛନ୍ତି

Read More

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କୋଟଗଡ଼଼ ବ୍ଳକ ଅନ୍ତର୍ଗତ ଦୁର୍ଗାପଙ୍ଗା ପଞ୍ଚାୟତର କାଣିବାରୁ ଓ ସିନ୍ଧିବାଲି ଗ୍ରାମରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଗ୍ରାମବାସୀଙ୍କୁ ଭେଟିଛି ଜିଲା ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ଟିମ୍‌‌ ଗାଁରେ ପହଞ୍ଚି ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିବା ସହ ଆଲୋଚନା କରିଛନ୍ତି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ କରାଯାଇଥିବା ସିଡ଼ିଏମ୍ଓ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଆକ୍ରାନ୍ତ ମାନଙ୍କୁ ସ୍ୱତନ୍ତ୍ର ଭାବେ ଚିକିତ୍ସା ଆରମ୍ଭ କରାଯାଇଛି। କୋଟଗଡ଼଼ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଉଭୟ ଗ୍ରାମର ପ୍ରାୟ ୫୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ଚିକିତ୍ସିତ ହେଉଥିବାର ଖବର ମିଳିଛି। କୋଟଗଡ଼଼ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିବା ଆକ୍ରାନ୍ତଙ୍କ ପ୍ରତି ସ୍ୱତନ୍ତ୍ରଦୃଷ୍ଟି ଦିଆଯାଇ ଚିକିତ୍ସା ଆରମ୍ଭ ହୋଇଥିବା ବେଳେ ପରିସ୍ଥିତି ସ୍ୱାଭାବିକ ଥିବା କୁହାଯାଇଛି। ଏହାସହିତ ଲୋକଙ୍କୁ ସଚେତନ ପାଇଁ ସବୁ ପ୍ରକାର…

Read More

ମେଷ ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବୃଷ ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳଲୋକଙ୍କ କଥାକୁ ସତ ମଣି ଘରେ ଝଗଡ଼ା ହେବ। ମିଥୁନ: ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି,…

Read More

ଭଗବାନ ଶିବଙ୍କୁ ମହାଦେବ କୁହାଯାଏ। ସେ ଅନାଦି ପରମେଶ୍ୱର। ଶିବଙ୍କୁ ସଂସାରରେ ଜୀବ ଚେତନାର ସଞ୍ଚାର କୁହାଯାଇଛି। ଭଗବାନ ଶିବ ଓ ଶକ୍ତି ସ୍ୱରୂପା ମା’ ପାର୍ବତୀ ଏହି ଜଗତ ଓ ବ୍ରହ୍ମାଣ୍ଡରେ ବିଶେଷ ଭୂମିକା ନିର୍ବାହ କରୁଛନ୍ତି। ଶିବ ମହାପୁରାଣ ଅନୁସାରେ ଭଗବାନ ଶିବ ସ୍ୱୟଂ ବ୍ରହ୍ମାଙ୍କୁ ବେଦ ଜ୍ଞାନ ଦେଇଥିଲେ। ଶିବପୁରାଣରେ ଅନେକ ଗୁରୁତ୍ତ୍ୱପୂର୍ଣ କଥା ରହିଛି। ବିଶ୍ୱାସ ଅନୁସାରେ, ‘କୋଟି ରୁଦ୍ର ସଂହିତା’ ଓ ‘ଶତ ରୁଦ୍ର ସଂହିତା’ରେ ଭଗବାନ ଶିବଙ୍କ ତେଜରୁ ପୁଞ୍ଜ ଜାଗୃତ ହୋଇଥିଲା ଯେଉଁଠାରୁ ଭଗବାନ ବିଷ୍ଣୁ ଉତ୍ପତ୍ତି ହୋଇଥିଲେ। ଭଗବାନ ଶିବ ହିଁ ସୃଷ୍ଟିର ଉତ୍ପତ୍ତି ଓ ଜଗତର ବିସ୍ତାର, ବିକାଶ ଓ ବ୍ରହ୍ମସ୍ୱରୂପ ସ୍ଥାପିତ କରିଛନ୍ତି। ଆମେ କଣ, କେଉଁଠୁ ଅଶିଚୁ, କେମିତି ଅଛୁ, ଅନ୍ତ ଓ ପ୍ରାରମ୍ଭ କଣ, କର୍ମ ଆଧାରରେ ଆମର ପ୍ରାରମ୍ଭ କଣ ହେବ, ଏହିସବୁ ଅବସ୍ଥାକୁ ଉପନିଷଦୀୟ ଜ୍ଞାନ ସାଧୁମାନଙ୍କ ମାଧ୍ୟମରେ ଆମ ସମ୍ମୁଖରେ…

Read More

ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ମା’(୫୨)ଙ୍କୁ ୨୮ବର୍ଷୀୟ ପୁଅ ବଳାତ୍କାର କରିଛନ୍ତି।ଏନେଇ ମା’ଙ୍କ ଅଭିଯୋଗ ଆଧାରରେ ବାରକୋଟ ପୋଲିସ ଅଭିଯୁକ୍ତ ପୁଅ ବିରୋଧରେ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି। ଅଭିଯୋଗକାରିଣୀ ମହିଳାଙ୍କ ସ୍ବାମୀ କୌଣସି ଏକ ମାମଲାରେ ଛନ୍ଦି ହୋଇ ଜେଲରେ ଅଛନ୍ତି। କିଛିବର୍ଷ ତଳେ ମହିଳା ଜଣଙ୍କ ତାଙ୍କ ପୁଅକୁ ଜଣେ ଯୁବତୀଙ୍କ ସହ ବିବାହ ଦେଇଥିଲେ। ମାତ୍ର ପୁଅ-ବୋହୂଙ୍କ ମଧ୍ୟରେ ବିଭିନ୍ନ ସମୟରେ ଗଣ୍ଡଗୋଳ ଘଟିବାରୁ ପ୍ରାୟ ୪ବର୍ଷ ହେଲା ବୋହୂ ତାଙ୍କ ବାପ ଘରକୁ ଚାଲିଯାଇଛନ୍ତି। ପୁଅ ବିଭିନ୍ନ ସମୟରେ ମା’ଙ୍କୁ ଗାଳିଗୁଲଜ କରିବା ସହ ଖରାପ କଥା କହିବା ସହ ମାଡ଼ ମଧ୍ୟ ମାରିଥାନ୍ତି। ଏହାକୁ ନେଇ ଗ୍ରାମରେ ଆଲୋଚାନ କରାଯିବା ସହ ଘଟଣାର ସମାଧାନ କରାଯାଇଥିଲା।ଗତ ୨୭ ତାରିଖ ରାତି ପ୍ରାୟ…

Read More

ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଅର୍ଥ ରଣ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ ସ୍ଥିତି ସମୀକ୍ଷାକରିଛନ୍ତି ।ସୂଚନା ଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ଧାର୍ଯ୍ୟ ଲକ୍ଷ୍ୟ ୧କୋଟି ହିତାଧିକାରୀଙ୍କ ମଧ୍ୟରୁ ପ୍ରଥମ କିସ୍ତି ପ୍ରଦାନ ପରେ ଅବଶିଷ୍ଟ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା ୨୦୨୫ ମାର୍ଚ୍ଚ ୮ତାରିଖ ପୂର୍ବରୁ ମିଳିବା ନେଇ ଲକ୍ଷ୍ୟ ରହିଛି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଆଗାମୀ ଅକ୍ଟୋବର୯ରେ ପ୍ରଦାନ ପାଇଁ ଘୋଷଣା କରିଛନ୍ତି।ଏହି ପରିପ୍ରେକ୍ଷୀରେ ୨ୟପର୍ଯ୍ୟାୟରେ ଯେତେ ଅଧିକ ସଂଖ୍ୟକ ସମ୍ଭବ ହିତାଧିକାରୀଙ୍କୁ ଅକ୍ଟୋବର ୯ତାରିଖରେ ପ୍ରଥମ କିସ୍ତି ଅର୍ଥ…

Read More

ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ।୧୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର। ୧୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୧୪ ତାରିଖ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ।୧୪ ନଭେମ୍ବର ୨୦୨୪ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ । ୧୫ ନଭେମ୍ବର ୨୦୨୪ କାର୍ତ୍ତିକ ବ୍ରତ ସମ୍ପୂର୍ଣ୍ଣ ହେବା ସହିତ ବୋଇତ ଭସାଣ କରାଯିବ ବୋଲି ବୈଠକରେ ନିର୍ଦ୍ଧାରିତ ହୋଇଛି ।କାର୍ତ୍ତିକ ବ୍ରତ ଓ ବଡ଼ ଓଷା ପାଇଁ ଧବଳେଶ୍ୱର ପୀଠରେ ପ୍ରବଳ ଭିଡ଼ ହେବ। ତେଣୁ ଏଥିପାଇଁ ସ୍ୱତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଶ୍ରଦ୍ଧାଳୁମାନଙ୍କ ଦର୍ଶନରେ ଯେମିତି କୌଣସି ଅସୁବିଧା ନ ହେବ, ସେଥିପାଇଁ ଧ୍ୟାନ ଦିଆଯିବ…

Read More

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ସମ୍ୱଲପୁର ଗସ୍ତରେ ଯାଇଥିଲେ। ଆହାର କେନ୍ଦ୍ରରେ ସାଧାରଣ ଲୋକଙ୍କ ସହ ଆହାର ଭୋଜନ କରିଛନ୍ତି । ପ୍ରଥମେ ସାଧାରଣ ମଣିଷ ପରି ଲାଇନରେ ଛିଡା ହେବା ପରେ ସେ ଆହାର ଖାଇ ମାନ ପରୀକ୍ଷା କରିଛନ୍ତି । ନିଜ ଟିକେଟ କାଉଣ୍ଟର ଯାଇ ଟିକେଟ୍ ନେଇଥିଲେ ଓ ଟିକେଟ୍ ଦେଇ ଆହାର ଆଣି ଖାଇଥିଲେ । ଏହି ସମୟରେ ସେଠାରେ ଖାଦ୍ୟ ଖାଉଥିବା ଅନ୍ୟମାନଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ।ଆଲୋଚନା ବେଳେ କିଛି ଲୋକ ଅଭିଯୋଗ କରିଥିଲେ। ଯେଉଁଥିପାଇଁ ମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ। ଅଭିଯୋଗ ଅନୁସାରେ ଆହାର କେନ୍ଦ୍ରକୁ ମନ୍ତ୍ରୀ ଆସିବା ପୂର୍ବରୁ କେତେକ ଲୋକଙ୍କୁ ଟୋକନ୍‌ ନଥିବା କହି ଫେରାଇ ଦିଆଯାଇଥିଲା। ଯଦି ଟୋକନ ନଥିଲା, ତାହାହେଲେ ମୋତେ କେମିତି ମିଳିଲା ବୋଲି ଶ୍ରୀ ପୂଜାରୀ ଅଭିଯୋଗ କରିଛନ୍ତି। ପରେ ଆହର କେନ୍ଦ୍ରର କର୍ମଚାରୀଙ୍କୁ ମଧ୍ୟ ଆହାର ବଣ୍ଟନ ଓ…

Read More

ନକଲି ସାମଗ୍ରୀ ପ୍ରସ୍ତୁତିର ଆଡ୍ଡା ସ୍ଥଳ ପାଲଟିଛି କଟକ। ଯେତେ ରେଡ୍ କଲେ ବି ଥମୁନି କାରବାର। ଏହି କ୍ରମରେ ଗୁରୁବାର ଜଗତପୁରରୁ ପୁଣି ଠାବ ହେଲା ନକଲି ଘିଅ କାରଖାନା। ବନସ୍ପତିରେ ବିଭିନ୍ନ ଏସେନ୍ସ ମିଶାଇ ତିଆରି ହେଉଥିଲା ‘ବାଲ୍‌ଗୋପାଲ୍‌’ ଖାଣ୍ଟି ଗୁଆ ଘିଅ! ଆଉ ସେହି ଘଅକୁ ମାର୍କେଟକୁ ଛଡ଼ା ଯାଉଥିଲା। ଯାହାକୁ ଆମେ ଅସଲି ଘିଅ ଭାବି ଖାଉଛୁ ଓ ଠାକୁରଙ୍କ ପାଖରେ ପୂଜାରେ ବ୍ୟବହାର କରୁଛୁ। ଘିଅ କମ୍ପାନୀ ଚାଲୁଥିବା ମାଲିକକୁ ଅଟକ ରଖିଛି ପଚରା ଉଚୁରା କରାଯାଉଛି। ନକଲି ଘିଅ ତିଆରି ନେଇ ଜଗତପୁର ଥାନା ପୁଲିସ୍‌ କୌଣସି ସୂତ୍ରରୁ ଖବର ପାଇଥିଲା। ତା’ପରେ ଏନେଇ ସିଏମ୍‌ସିର ଖାଦ୍ୟ ସୁରକ୍ଷା ବିଭାଗକୁ ଖବର ଦେଇଥିଲା। ପରେ ପୁଲିସ୍‌ ଓ ଖାଦ୍ୟ ସୁରକ୍ଷା ଟିମ୍‌ ମିଳିତ ଭାବେ ନକଲି ଘିଆ ଫ୍ୟାକ୍ଟ୍ରୀରେ ଚଢ଼ଉ କରିଥିଲା। ଚଢ଼ଉ ସମୟରେ ବହୁ ପରିମାଣରେ ନକଲି ଘଅ ମହଜୁଦ୍‌ ଥିବା…

Read More

ଆଜି ଏକ ଗୁରୁତ୍ବପୂର୍ଣ୍ଣ ରାୟରେ ପାର୍ବଣ ସମୟରେ ଡିଜେ ବଜାଇବାକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ତେବେ ୬୫ ଡେସିବେଲ ଭିତରେ ଡିଜେ ଶବ୍ଦ ରହିବ । ରାସ୍ତାଘାଟ ମରାମତି ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହିତ ୭ ଦିନ ଭିତରେ ରାସ୍ତାଘାଟ ଚକାଚକ କରିବାକୁ ଦେଲେ ନିର୍ଦେଶ ଦେଇଛନ୍ତି। ରାସ୍ତା ଉପରେ ତୋରଣ ନିର୍ମାଣ ଉପରେ ମଧ୍ୟ ତାଗିଦ କରିଛନ୍ତି। ଡିଜେ ବାରଣ ନିୟମ କଡାକଡି ପାଳନ ହେଉ । ଗଣେଶ ପୂଜା ରେ ଡିଜେ ବାରଣ ନିୟମ କଡ଼ାକଡ଼ି ପାଳନ ହୋଇନାହିଁ । ଆଜି ମାମଲାର ଶୁଣାଣି ବେଳେ କଟକ ଡିସିପି ଉପସ୍ଥିତ ଥିଲେ । ତୋରଣ ପାଇଁ ଟ୍ରାଫିକ ସମସ୍ୟା ହେବ ନାହିଁ ବୋଲି କହିଥିଲେ । ଏନେଇ କିଛି ପୂଜା କମିଟି ଭଲ୍ୟୁଣ୍ଟର ରଖି ଭିଡ଼ ନିୟନ୍ତ୍ରଣ କରିବେ ବୋଲି କୋର୍ଟଙ୍କୁ କହିଛନ୍ତି । ପୂଜା କମିଟି ସଦସ୍ୟମାନେ ସ୍ଥାନୀୟ ଅଞ୍ଚଳରେ ଯେଭଳି ଟ୍ରାଫିକ ସମସ୍ୟା…

Read More

ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମା’ଙ୍କ ଆଗମନକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି। ଏସବୁ ଭିତରେ ବିଏମସି ପକ୍ଷରୁ ପୂଜାକୁ ନେଇ ଦିଆଯାଇଛି କଡ଼ା ନିର୍ଦ୍ଦେଶ। ସବୁ ପେଣ୍ଡାଲ ନିକଟରେ ଡଷ୍ଟବିନ୍ ରହିବ । ସମସ୍ତେ ଏଣେତେଣେ ଅଳିଆ ନପକାଇ ଡଷ୍ଟବିନରେ ହିଁ ପକାଇବେ । ଦିନକୁ ୨ ଥର ଅଳିଆ ଗାଡି ସବୁ ପେଣ୍ଡାଲ ବୁଲିବ । ଜୈବିକ ପଦ୍ଧତିରେ ପୂଜା ପେଣ୍ଡାଲ ହେବା ସହ ସୂଚନା କେନ୍ଦ୍ର ରହିବ । ଏହା ସହ ବିସର୍ଜନ ପାଇଁ ୫ଟି ଅସ୍ଥିୟୀ ଜଳାଶୟ ନିର୍ମାଣ କରାଯାଇଛି ବୋଲି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି।ପୂଜା ପୂର୍ବରୁ ରାଜଧାନୀର ରାଜରାସ୍ତା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ତେବେ ଏଗୁଡ଼ିକର ମରାମତି ଏବେ ଦ୍ରୁତଗତିରେ ଚାଲିଛି।

Read More

ଉଛୁଳୁଛି ହୀରାକୁଦ। କ୍ରାଷ୍ଟ ଗେଟ୍ ଦେଇ ହେଉଛି ପାଣି ଲିକ୍‌। ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୬୩୦ଫୁଟ ପାଣି ରହିଥିବାବେଳେ ସମସ୍ତ ଗେଟ୍ ବନ୍ଦ ଅଛି । ଫଳରେ ଉପରୁ ପାଣି ଉଛୁଳୁଛି । ଡ୍ୟାମ୍‌ର ଆଉଟ୍ ଫ୍ଲୋ ଓ ଇନ୍‌ ଫ୍ଲୋ ସମାନ ରହିଥିବା ବେଳେ ପାଣି ଉଛୁଳୁଥିବା ପ୍ରଥମଥର ଦେଖାଦେଇଛି । ବର୍ତ୍ତମାନ ଉପରମୁଣ୍ଡରୁ ୪୧ ହଜାର କ୍ୟୁସେକ ପାଣି ଆସୁଥିବା ବେଳେ ସମସ୍ତ ଗେଟ୍ ବନ୍ଦ ଫଳରେ ପାଣି ଉଛୁଳୁଥିବା ଦେଖିବାକୁ ମିଳିଛି । ହେଲେ ଏହା ପବନ ଯୋଗୁଁ ଏମିତି ହୋଇଥିବା କହିଛନ୍ତି ମୁଖ୍ୟଯନ୍ତ୍ରୀ । ତେବେ ଏହାଦ୍ବାରା ବନ୍ଧ ପ୍ରତି ବିପଦ ଆଶଙ୍କା କରୁଛନ୍ତି ବୁଦ୍ଧିଜୀବି ।

Read More