Browsing: ବାଣିଜ୍ୟ

ହୁ ହୁ ହୋଇ ବଢି ଚାଲିଛି ସୁନା ଦର। ଗତ କିଛି ଦିନ ମଧ୍ୟରେ ସୁନା ଦର ଆକାଶ ଛୁଆଁ ହୋଇଛି । ଗୁରୁବାର ଅର୍ଥାତ୍‌ ଏପ୍ରିଲ ୩ରେ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌…

ଯଦି ଆପଣ ଫୋନ ପେ, ଗୁଗୁଲ ପେ ଏବଂ ପେଟିଏମ୍ ଇତ୍ୟାଦି ବ୍ୟବହାର କରୁଛନ୍ତି, ତେବେ ଆପଣଙ୍କୁ ଏବେ ଏକ ବଡ଼ ଝଟକା ଲାଗିବାକୁ ଯାଉଛି। କିନ୍ତୁ ପୂର୍ବରୁ ସବୁ କମ୍ପାନୀ ୟୁପିଆଇ ଟ୍ରାଞ୍ଜାକସନ୍ ପାଇଁ କୌଣସି…

ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ ଲଗାତର ଭାବେ ସୁନା କିଣୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସୁନା ଦର…

ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍‌ ଇଣ୍ଡିଆ ସରାଫା…

ଏପ୍ରିଲରୁ ମହଙ୍ଗା ହେବାକୁ ଯାଉଛି ଗାଡ଼ି । ମାରୁତୁ ସୁଜୁକି, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଏବଂ ହ୍ୟୁଣ୍ଡାଇ ଭଳି କମ୍ପାନିଗୁଡ଼ିକ ଦର ବୃଦ୍ଧି ସମ୍ପର୍କରେ ଘୋଷଣା କରିଛନ୍ତି । କଞ୍ଚାମାଲ ଏବଂ ପରିଚାଳନା ଖର୍ଚ୍ଚ ବୃଦ୍ଧିକୁ ନଜରରେ…

ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୯୦ ହଜାର ଛୁଇଁଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୯୦ ହଜାର ୦୦୦ ଟଙ୍କା ରହିଥିବା…

ସୁନା ଦର ଲଗାତାର ବୃଦ୍ଧି ହେବା ଏବେ ଗ୍ରାହକଙ୍କ ପାଇଁ ସମସ୍ୟା ହୋଇ ଛିଡା ହୋଇଛି। ଏବେ ବିବାହ ଋତୁ ଚାଲିଥିବାବେଳେ ସୁନା ଟିକେ କିଣିବାକୁ ମଧ୍ୟବିତ୍ତଙ୍କଠାରୁ ଧନୀ ସମସ୍ତେ ବାଧ୍ୟ। ହେଲେ ଏବେ ସୁନା ରେକର୍ଡ…

୧୯ ବର୍ଷ ପରେ ପୁଣି ଓଡ଼ିଶା ଫେରିପାରେ ଦକ୍ଷିଣ କୋରିଆ ଇସ୍ପାତ କମ୍ପାନି ପୋସ୍କୋ । ଏଥିପାଇଁ ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ସହ ଅନୁବନ୍ଧିତ ହୋଇଥିବା ଜଣାପଡ଼ିଛି । ଉଭୟ କମ୍ପାନିଙ୍କ ମଧ୍ୟରେ ଏକ ଏମ୍‌ଓୟୁ ସ୍ୱାକ୍ଷର ହୋଇଛି…

ଶିବରାତ୍ରୀ ଅବସରରେ ସୁନା କିଣିବାକୁ ଭାବୁଛନ୍ତି। ତେବେ କିଣିବା ପୂର୍ବରୁ ଜାଣନ୍ତୁ ଆଜି କେତେ ଅଛି ସୁନା ମୂଲ୍ୟ |ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ହଜାର ୮୨୦ ଟଙ୍କା…

ଦେଶକୁ ଆର୍ଥିକ ସ୍ତରରେ ଅଧିକ ମଜଭୂତ କରିବାକୁ ଓ ଦେଶରେ ବିଦେଶୀ ନିବେଶକ ବଢ଼ାଇବାକୁ ନୂଆ ଉପାୟ ଆପଣାଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ହୋଇଛନ୍ତି।ଆମେରିକାର ନାଗରିକତା ହାସଲ…

ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୪ ବର୍ଷ ହୋଇଥିତ୍ଲା। ସେ…