Browsing: ଅପରାଧ

ଉତ୍ତରପ୍ରଦେଶର ଝାନ୍ସୀ ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ଯେଉଁଥିରେ ଜମି ବିବାଦ ଓ ଅବୈଧ ସମ୍ପର୍କ ପାଇଁ ଜଣେ ବୋହୁ ନିଜ ଶାଶୁଙ୍କୁ ଜଘନ୍ୟ ଭାବେ ହତ୍ୟା କରିଛି। ପୁଲିସ୍ ଏହି ମାମଲାରେ…

ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି । ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ଜାଗାରେ ଚଢ଼ଉ ଚାଲିଛି । ଟିଟିଲାଗଡ,…

ଯୁବତୀକୁ ଛୁରି ଭୁଶି ହତ୍ୟା କଲା ପୁରୁଷ ବନ୍ଧୁ। ଘଟଣା ଘଟିଛି ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୁଆଁ ବସଷ୍ଟାଣ୍ଡ ନିକଟରେ। ଏଠାରେ ଏକ ଗେଷ୍ଟ ହାଉସରେ ଯୁବତୀଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…

ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ଭାଲୁଖାଇ ଜଙ୍ଗଲରେ ଜଣେ ଆଦିବାସୀ ମହିଳାଙ୍କୁ ୨ ଜଣ ଦୁର୍ବୃତ୍ତ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି।ଖବର ଅନୁଯାୟୀ, ସାମିଆ ପଞ୍ଚାୟତର ଜଣେ ଆଦିବାସୀ ମହିଳା…

ପୁଣି ଏକ ଦୁଷ୍କର୍ମ, ସେ ପୁଣି ଜଣେ ନାବାଳିକାକୁ। ଏଭଳି ଏକ ସାଙ୍ଘାତିକ ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁର ଗୋଳନ୍ଥରାରେ। ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ, ସୋମବାର ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ନାବାଳିକା ସ୍କୁଲ ଯାଇଥିଲେ। ସ୍କୁଲ…

ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବରର ମୃତ୍ତିକା ସଂରକ୍ଷଣ ବିଭାଗରେ…

କୋଲକାତାର ଆରଜି କର ମେଡିକାଲ କଲେଜରେ ଜଣେ ଛାତ୍ରୀଙ୍କ ସହ ହୋଇଥିବା ବର୍ବରତା ମନରୁ ନ ଲିଭୁଣୁ ପୁଣି ଥରେ ସେଠାରେ ଏକ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କ ସହ ବର୍ବରତା ଘଟଣା ସାମ୍ନାକୁ ଆସିଛି। ସହରର ଏକ…

ସକାଳୁ ସକାଳୁ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ଯୌତୁକ ପାଇଁ ଜଣେ ୫ ମାସର ଗର୍ଭବତୀଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଏହି ଘଟଣାଟି ମହାକାଳପଡ଼ା ଥାନା ବଡ଼ମଠ ଗାଁର ବୋଲି ଜଣାପଡ଼ିଛି।…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାକୁ ନେଇ ହଟଚମଟ ଲାଗିରହିଥିବାବେଳେ ପୁଣି ବ୍ରହ୍ମପୁରରୁ ଆସିଛି ଆଉ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ନାବାଳିକା ଜଣକ ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ…

ଦିଲ୍ଲୀରୁ ଆସିଥିବା ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି । ଓଡିଶା ବୁଲିବାକୁ ଆସିଥିବା ବେଳେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ବିରଜା ପୀଠ ଦର୍ଶଶନ କରି ଫେରୁଥିବା ବେଳେ ଅସଦାଚରଣ ଅଭିଯୋଗ ହୋଇଛି । ସୂଚନାମୁତାବକ…

ମାଆ ମରିଯିବା ପରେ ନାତି ନାତୁଣୀଙ୍କୁ ନିର୍ଯାତନା ଦେଉଥିଲେ ଜେଜେମା’। ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱରସ୍ଥିତ ରସୁଲଗଡ ଜିଜିପି କଲୋନୀରେ। ତେବେ ଏହି ଘଟଣା ସାମ୍ନାକୁ ଆସିବା ପରେ ହଇଚଇ ଖେଳିଯାଇଛି । ଦୁଇ…

ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଚନ୍ଦନପୁର ଥାନା ଏଏସଆଇ ପ୍ରଭାତ କୁମାର ପ୍ରଧାନ। ଏକ ଜମି ବିବାଦ ମାମଲାରେ ଅଭିଯୋଗକାରୀ ଓ…