ରାତି ଅଧରେ ହଷ୍ଟେଲ କବାଟ ଭାଙ୍ଗି ରୁମ୍ରେ ପଶି ଲୁହାରଡ଼ ଏବଂ ବାଡ଼ିରେ ପିଟିଲେ ସିନିୟର୍ ପିଲା । ସିନିୟର୍ ପିଲାଙ୍କ ମାଡ଼ରେ ୨ୟ ବର୍ଷ ମାଇନିଂ ଛାତ୍ର ବିଶ୍ୱଜିତ ବେହେରା ଗୁରୁତର । କେନ୍ଦୁଝର ସରକାରୀ…
Browsing: ଅପରାଧ
ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର। ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭାବରେ ୬ଟି…
ଏସସିବିରେ ରାଗିଂ ଅଭିଯୋଗ । କଟକ ଏସସିବି ମେଡିକାଲ କଲେଜରେ ରାଗିଂ ଅଭିଯୋଗ କରାଯାଇଛି | ଏମବିବିଏସ ପ୍ରଥମ ବର୍ଷ ଛାତଙ୍କୁ ଶେଷ ବର୍ଷ ଛାତ୍ର ରାଗିଂ କରିଛନ୍ତି । ଏନେଇ ଅଭିଯୋଗ ଆଣିଲେ ଏମବିବିଏସ ପ୍ରଥମ…
ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବିଲ୍ କରାଇ ଦେବାକୁ କହି ଜଣେ ଠିକାଦାରଙ୍କଠୁ ନେଉଥିଲେ ଲାଞ୍ଚ…
ଝୁଲନ୍ତା ଅବସ୍ଥାରେ ମିଳିଲା ଜେଲ୍ ୱାର୍ଡରଙ୍କ ମୃତଦେହ। ଜେଲ୍ ନିକଟ ବାରାକରୁ ଉଦ୍ଧାର ହୋଇଛି ମୃତଦେହ। ଏପରି ଏକ ଚାଞ୍ଚଲ୍ୟକର ଘଟଣା କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ବାରିମୂଳରେ ଘଟିଛି। ତେବେ ଏହା ପଛର କାରଣ ଜଣାପଡ଼ିନି…
ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଦିଆଯାଉଛି ଭାତ ସହ କେବଳ ଲୁଣ, ଲଙ୍କା। ଏଭଳି ଅଭାବନୀୟ ସ୍ଥିତି ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଟୋଲକାନି ଅଞ୍ଚଳର ଝାଡ଼େଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ |ସୂଚନା ମୁତବକ ଦୀର୍ଘ…
ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଜେଲ୍ ଯିବେ । ବୁଧବାର ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ନିମ୍ନ ଅଦାଲତଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିଲେ…
ସରକାରୀ ଅର୍ଥର ଦୁରୁପଯୋଗ ଅଭିଯୋଗରେ କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ବରାହିପୁର ସରପଞ୍ଚ ରଶ୍ମିତା ସ୍ୱାଇଁଙ୍କୁ ନିଲମ୍ବନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ୨ ଲକ୍ଷ…
ବେଆଇନ ବାଣ କାରବାର ଚାଲିଥିବା ବେଳେ ସାଲେପୁର ପୋଲିସ ଚଢ଼ାଉ କରିଛି । ଚଢାଉ ବେଳେ ବିପୁଳ ପରିମାଣର ବେଆଇନ ବାଣ ସହ ବାରୁଦ ଓ ବାଣ ପ୍ରସ୍ତୁତ ସାମଗ୍ରୀ ଜବତ ହୋଇଛି । କଟକ ଜିଲ୍ଲା…
ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ । ବିଭିନ୍ନ ହଷ୍ଟେଲର ଏକାଧିକ ଛାତ୍ରଙ୍କୁ ରାଗିଂ ହୋଇଥିବା ଅଭିଯୋଗ । ନ୍ୟାସନାଲ ମେଡିକାଲ କାଉନ୍ସିଲ ନିକଟରେ ଅଭିଭାବକଙ୍କ ଅଭିଯୋଗ । ସୂଚନାଯୋଗ୍ୟ ଯେ, ପ୍ରଥମ…
ଲାଞ୍ଚ ନେବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବିନିକା ତହସିଲ ଅଧୀନ ସିନ୍ଦୁରପୁର ରେଭିନ୍ୟୁ ସର୍କଲରେ ଆରଆଇ ବା ରାଜସ୍ୱ ନିରୀକ୍ଷକ ଦାୟିତ୍ୱରେ ଥିବା ସହକାରୀ ରାଜସ୍ୱ ନିରୀକ୍ଷକ (ଆସିଷ୍ଟାଣ୍ଟ ଆରଆଇ) ବିବେକାନନ୍ଦ…
ଦୀର୍ଘ ୫ ବର୍ଷ ଧରି ଘରେ କୋର୍ଟ ଚଳାଇଥିବା ଜଣେ ଓକିଲକୁ ଗିରଫ କରିଛି ପୁଲିସ। ଏଭଳି ଏକ ଅଜବ ଘଟଣା ସାମ୍ନାକୁ ଆସିଛି ଗୁଜରାଟର ଗାନ୍ଧୀନଗରରୁ। ୫ ବର୍ଷ ଧରି ନକଲି ଅଦାଲତ ଚଳାଉଥିବା ଜଣେ…