Browsing: ଅପରାଧ

ତାତିଲେ ଗାଁ ଲୋକେ। ୩ ଡକାୟତଙ୍କ ସମେତ ପୁଲିସ୍‌କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ। ପୁଲିସ୍‌ ଗାଡ଼ିକୁ ଭାଙ୍ଗିଲେ। ଯେଉଁଥିପାଇଁ ରଣକ୍ଷେତ୍ର ପାଲଟିଲା ସୂଚନା ମୁତାବକ ସବୁର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅଧିନ ସିଙ୍ଘିଯୁବା-ଖଇରମାଲ ରାସ୍ତାରେ ମଙ୍ଗଳବାର ରାତିରେ…

ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଡ଼ା କାଞ୍ଚନ ଆପାର୍ଟମେଣ୍ଟର A-205 ବ୍ଲକରୁ ଠାବ ହୋଇଛି ନକଲି କଲ୍ ସେଣ୍ଟର । ସାଇବର ଠକେଇ ପାଇଁ ଆପାର୍ଟମେଣ୍ଟରେ ଚାଲୁଥିଲା ପ୍ଲାନ । ଆପାର୍ଟମେଣ୍ଟରୁ ସିମ୍ ବକ୍ସ ଭଳି ଦେଖାଯାଉଥିବା କିଛି ଡିଭାଇସ୍…

ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା କୁସୁବେଣ୍ଟି ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶଶୁର ଘରେ ସ୍ତ୍ରୀ ଓ ଦେଢ଼ଶାଶୁର ପୁଅକୁ ହାଣିଲା ଜ୍ଵାଇଁ । ଗ୍ରାମବାସୀଙ୍କ ଦ୍ବାରା ଅଭିଯୁକ୍ତକୁ ଅଟକ କରିବା ପରେ ପୋଲିସ…

ଦଶହରାରୁ ନିଖୋଜ ଥିଲେ ଯୁବତୀ । ଏବେ ପୋଖରୀରୁ ମିଳିଲା ମୃତଦେହ । ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କରଦା ପଞ୍ଚାୟତ ଅଙ୍ଗେଇପାଳ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।ସୂଚନାଯୋଗ୍ୟ ଯେ, ଭଦ୍ରକ…

ବ୍ରହ୍ମପୁର ଟାଉନ୍‌ ଥାନା ଅଞ୍ଚଳରେ ଚଢାଉ ବେଳେ ଅବକାରୀ କର୍ମଚାରୀଙ୍କୁ ମାଡ । ସଂଘବଦ୍ଧ ଆକ୍ରମଣରେ ଜଣେ ଅବକାରୀ କର୍ମଚାରୀ ଆହତ ହୋଇଛନ୍ତି । ଆହତ ପରେ କର୍ମଚାରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତକାଲି…

ଜଣେ ଯୁବ ଇଞ୍ଜିନିୟର ୮ ମହଲାରୁ ତଳକୁ ଡେଇଁ ଜୀବନ ହାରିଛନ୍ତି । ତାଙ୍କ ନାମ ରୋନିତ ଜେନା। ପୁଅର ମୃତ୍ୟୁ ପାଇଁ ପ୍ରେମିକାକୁ ଦାୟୀ କରି ପରିବାର ଲୋକେ ଖାରବେଳନଗର ଥାନାରେ ଅଭିଯୋଗ କରିଛନ୍ତି। ଖରାବେଳନଗର…

ମାଲକାନଗିରି ଜିଲ୍ଲା କାଲିମେଳାରେ ଜଣେ ଯୁବତୀକୁ ଦୁଷ୍କର୍ମ ଅଭିଯୋଗ ହୋଇଛି |ଶନିବାର ରାତି ପ୍ରାୟ ୮ଟାରେ ଅଭିଯୁକ୍ତ ଯୁବକ ମୋଟୁ ଥାନା ଅଞ୍ଚଳର ଏକ ଗାଁ ମୁଣ୍ଡରେ ରହୁଥିବା ଜଣେ ବ୍ୟକ୍ତି ମାଛ ଧରିବାକୁ ବାହାରକୁ ଯାଇଥିବା…

ଗିରଫ ହେଲେ ୟୁ ଟ୍ୟୁବର ଶଙ୍କର ଓମ୍‌ ସରଣ । ଭୁବନେଶ୍ୱର କମିଶନରେଟ୍‌ ପୁଲିସର ସାଇବର ଥାନା ପୁଲିସ ତାଙ୍କୁ ବାଲେଶ୍ୱରରୁ ଗିରଫ କରିଛି। ଶଙ୍କର ଓମ୍‌ ନିଜ YouTube ଚ୍ୟାନେଲରେ ବିଭିନ୍ନ ମହିଳାଙ୍କ ପ୍ରତି ଅଶାଳୀନ…

କୋଡିଏ ହଜାର ଟଙ୍କାରେ ଶିଶୁ ପୁତ୍ରକୁ ବିକ୍ରି । ଏମିତି ସାଂଘାତିକ ଅଭିଯୋଗ ଆଣିଛନ୍ତି ଖୋଦ ଶିଶୁ ପୁତ୍ରର ଜେଜେବାପା ରାହସ ବିହାରୀ ସାମଲ। ସାଲେପୁର ଥାନାରେ ନାତିକୁ ଫେରାଇ ଆଣିବାକୁ ନିବେଦନ କରିଛନ୍ତି ଜେଜେ ।…

ପୁଲିସ୍‌ ବେଣାମୁଣ୍ଡା ଓ ରାଇସୁଆଁ ମୋ’ ସେବା କେନ୍ଦ୍ରରେ ତଦନ୍ତ କରୁଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଥିଲା। ଏହି ଦୁଇ ମୋ ସେବାର କର୍ମଚାରୀଙ୍କୁ ଜେରା ବେଳେ ସେମାନେ ସବୁ ସତକଥା କହିପକାଇଥିଲେ।ଗତ ୪ ତାରିଖରେ ତେଲକୋଇ…

ଢେଙ୍କାନାଳ ଜିଲ୍ଲାର ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅପହରଣ କରିଥିବା ଅଭିଯୋଗ ପରେ ବିବାଦରେ ଫସିଥିଲା ବାବା କୈବଲ୍ୟ ଜାନୀ । ଯୁବତୀଙ୍କ ବାପାଙ୍କ ଅଭିଯୋଗ କ୍ରମେ ଶନିବାର ଅପରାହ୍ନରେ ଆଶ୍ରମରେ ପୂଜା କରୁଥିବା ବେଳେ ବାବାକୁ…

ମୟୁରଭଞ୍ଜ ଉଦଳାରେ ଲୁଟ୍‌ର ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଯାହା ସଭିଁଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି । ସିସିଟିଭିରେ ଶାଢି ଢାଙ୍କି ଘରେ କଳା କନା ବୁଲାଇଛନ୍ତି ଦୁର୍ବୃତ୍ତ । ଏନ୍‌ଏସି ୪ନମ୍ବର ୱାର୍ଡର…