Browsing: ଅପରାଧ

ସମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ସମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ମାର୍କେଟରେ କୋଟି…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ରାଜ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ…

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀଙ୍କୁ ନିଲମ୍ବନ କରାଯାଇଛି। ଗୋପାଳପୁର ପଞ୍ଚାୟତରେ ହୋଇଥିବା ଏକ ଉନ୍ନୟନମୂଳକ କାର୍ଯ୍ୟର ବିଲ୍ ପାସ୍ କରିଦେବା ପାଇଁ ସଂପୃକ୍ତ ଠିକାଦାରଙ୍କୁ ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀ ୧୦%…

ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି।ଲାଞ୍ଚ ନେବାବେଳେ ଭିଜିଲାନ୍ସ ନିର୍ବାହୀ ଯନ୍ତ୍ରୀଙ୍କୁ ଗିରଫ କରିଛି । ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏକ ବିଲ ପାସ…

ବୁର୍ଲା ଭିମସାରରେ ସଂଘର୍ଷ । ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ମାରପିଟ୍ ହୋଇଛି। ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗତକାଲି ବୁର୍ଲା ଭୀମସାର ପରିସରରେ UG ଛାତ୍ର ସଂଘର…

ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଜବତ ବାଣର ଆନୁମାନିକ ମୂଲ୍ୟ ୧୫ରୁ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଡେଲି ମାର୍କେଟର ଦୁଇଟି ସ୍ଥାନରୁ…

ରାଜସ୍ବ ନିରୀକ୍ଷକ (ଆରଆଇ) ଓ ଅମିନ ପରୀକ୍ଷାରେ ଅନିୟମିତତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅବଗତ କରିଛନ୍ତି। ଏହି ପରୀକ୍ଷାରେ ବିଭ୍ରାଟ ନେଇ ବିଭାଗୀୟ ଅଧିକାରୀଙ୍କୁ ସେ ରିପୋର୍ଟ ମାଗିଛନ୍ତି। ମନ୍ତ୍ରୀ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ…

ରାଜ୍ୟରେ ଗତ କିଛି ଦିନ ହେଲା ଭିଜିଲାନ୍ସ ବିଭାଗର ଧରପଗଡ଼ ପରେ ବି କମୁନି ଲାଞ୍ଚ କାରବାର । ଏହାରି ଭିତରେ ଲାଞ୍ଚ ନେଇ ପୁଣି ଜଣେ ସରକାରୀ କର୍ମଚାରୀ ଧରାପଡ଼ିଛନ୍ତି । କନିଷ୍ଠ ଯନ୍ତ୍ରୀ ଜଣକ…

ତିରୁପତିରେ ଅପମିଶ୍ରିତ ଭୋଗକୁ ନେଇ ସାରା ଦେଶରେ ଚର୍ଚ୍ଚା ଥମିନି । ଏହି ସମୟରେ କେନ୍ଦ୍ରାପଡ଼ାରୁ ଆସିଛି ଆଉ ଏକ ସାଙ୍ଘାତିକ ଘଟଣା । ଅପମିଶ୍ରିତ ଘିଅରେ ହେଉଛି ପ୍ରଭୁ ବଳଦେବଜିଉଙ୍କ ଭୋଗ । ଠାକୁରଙ୍କ ରୋଷ…

ତଦନ୍ତ ପାଇଁ ଆସିଥିଲେ ପିସିଆର କର୍ମଚାରୀ, ଛୁରା ମାଡ଼ କଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ । ଗାଡି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା…

ଘରେ କେହି ନଥିବାର ସୁଯୋଗ ନେଇ ଲୁଟିଲେ ଦୁର୍ବୃତ୍ତ। ମୟୂରଭଞ୍ଜ କପ୍ତିପଦା ଥାନା ଗଡ଼ସାହି ଗାଁରେ ଏଭଳି ଲୁଟ୍ ହୋଇଛି । ବିଳମ୍ବିତ ରାତିରେ ଘରେ ପଶି ସିସିଟିଭିରେ ଗାମୁଛା ଗୁଡ଼ାଇ ଲୁଟି କରିଛନ୍ତି ।ଚୋରମାନେ ଘରେ…

ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍‌ପି ପି. ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି।କେମିତି ଓ…