ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ୫,୫୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ। ଧରାପଡ଼ିବା ପରେ ଡାକ୍ତରଙ୍କ ଦୁଇଟି…
Browsing: ଅପରାଧ
କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ଆସିଛି ଲଜ୍ଜାଜନକ ଘଟଣା । ଯାହାକୁ ସମସ୍ତଙ୍କ ଚକିତ କରିଦେଇଛି । ଜଣେ ଯୁବତୀଙ୍କୁ ଭଡ଼ା ଘରେ ଗଣଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଥିଲା । ଏହାପରେ ପୋଲିସ ତଦନ୍ତ କରି ତିନି ଅଭିଯୁକ୍ତଙ୍କୁ…
ଏକତରଫା ପ୍ରେମର କରୁଣ ପରିଣତି । ଏସିଡ୍ ମାଡ଼ କରିବାକୁ ଧମକ ଦେଇ ପ୍ରେମିକ ଗିରଫ । ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲା ଅଭିଯୁକ୍ତ ସୁନୀଲ ସେଠୀ । ଝିଅ ରାଜି ନହେବାରୁ ଜବରଦସ୍ତି ପ୍ରେମ…
କଟକ ଜିଲ୍ଲାର ନରସିଂହପୁର ଅଞ୍ଚଳର ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ମିଳିଥିବା ଆର୍ଥିକ ଅନୁକମ୍ପା ରାଶିରୁ ଠକେଇ ହୋଇଛି । ଆର୍ଥିକ ଅନୁକମ୍ପା ରାଶିରୁ ୧ ଲକ୍ଷ ୧ ହଜାର ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି ।ପୀଡ଼ିତା…
ଅନୈତିକ ସମ୍ପର୍କରୁ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ । ରାୟଗଡା ଜିଲ୍ଲା ରାମନାଗୁଡ଼ା ଥାନା କରଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଜଣେ ମହିଳାଙ୍କୁ କାଠ ଫାଳିଆରେ ମାରି ହତ୍ୟା କରାଯାଇଛି ।ମୃତ ମହିଳା…
ଝାରସୁଗୁଡା ଜିଲ୍ଲାରେ ଦୁଇ ଜଣ ନାବାଳକଙ୍କୁ ଦୁଷ୍କର୍ମ କରାଯାଇଥିବା ମାମଲାର ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲ୍ଲା ଓ ଦୌରା ଅଦାଲତ ବିଚାରପତି, POCSO ପୂଜା ଷଡ଼ଙ୍ଗୀ ଏହି ମାମଲାରେ ସମ୍ପୃକ୍ତ ଥିବା…
ରାସ୍ତା କାମର ବକେୟା ବିଲ୍ ପାଇଁ ରାସ୍ତା ଉପରେ ନେଉଥିଲେ ଲାଞ୍ଚ । ଠିକାଦାରଙ୍କ ଠାରୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ।…
ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା।ପ୍ରେମିକର ପ୍ରେମ ଆଗରେ ଫିକା ପଡ଼ିଗଲା ମାଆର ମମତା । ଦିନେ ରାସ୍ତାକଡ଼ରେ କାନ୍ଦୁଥିବା କୁନି ଝିଅକୁ ଉଠାଇ ଆଣି ପାଳିପୋଷି ବଡ଼ କରିଥିଲେ ରାଜଲକ୍ଷ୍ମୀ କର…
ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ ଦୋରାଗୁଡା ପଂଚାୟତ କୋପାଗୁଡା ଗାଁର ରାଜୁ ଖେମୁଡୁ, କୁଞ୍ଜ ଖେମୁଡୁ ଓ କ୍ରିଷ୍ଣା ଖେମୁଡୁ ।ରବିବାର…
ପିପିଲି ଥାନା ଅଂଚଳରେ ଗୋଟିଏ ୮ ବର୍ଷୀୟା କୁନି ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଜଣେ ବୟସ୍କ ବ୍ୟକ୍ତିଙ୍କୁ ପିପିଲି ପୋଲିସ ଅଟକ ରଖିଛି ।ଅଭିଯୋଗ ପରେ ପିପିଲି ପୋଲିସର ତନାଘନା । ଘଟଣାର…
ମଣିଷକୁ ଖାଉଥିଲା ବାଘ l ହେଲେ ଏବେ ବାଘକୁ ଖାଇ ଯାଇଛନ୍ତି ମଣିଷ l ଏମିତି ଘଟଣା ଘଟିଛି ନୂଆପଡା ଜିଲ୍ଲାରେ l ନୂଆପଡା ଜିଲ୍ଲା କୋମନା ବନବିଭାଗ ରେଞ୍ଜ ଅନ୍ତର୍ଗତ ଦେଓଧରା ଗାଁରେ ବନବିଭାଗର ସ୍ୱତନ୍ତ୍ର…
ରାଉରକେଲାରେ ପୁଣି ଥରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଘଟଣା ଘଟିଛି ରାଉରକେଲା ପ୍ଲାଣ୍ଟ ସାଇଟ୍ ଥାନା ଅଞ୍ଚଳରେ। ଜଣେ ଆଠ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଛି ସେହି ଅଞ୍ଚଳର ୨୫ ବର୍ଷୀୟ ଯୁବକ । ଗିରଫ…