Browsing: ଅପରାଧ

ମାଲଗାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କ ଗଳାକାଟି ହତ୍ୟା କରିଛନ୍ତି ।ମୃତକ ହେଲେ ମୁଚାକି…

ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ଉପକଣ୍ଠରେ ଥିବା ସିରିଡି-ସାଇ ମନ୍ଦିରରୁ ହୋଇଥିବା ଚୋରି ଘଟଣାର ଏକ ସିସିଟିଭି ଫୁଟେଜ ଆଗକୁ ଆସିଛି । କଥାରେ ଅଛି….”ଅତି ଭକ୍ତି ଚୋରର ଲକ୍ଷଣ” । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି,…

ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରୁ ଗତକାଲି ପ୍ରଧାନ ଶିକ୍ଷୟିତ୍ରୀ ପ୍ରଭାତୀ ଦେହୁରୀଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାସ କରିଛି ପୁଲିସ। ପରକୀୟା ପ୍ରୀତିରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରାଯାଇଥିବା ନିଜେ ଅଭିଯୁକ୍ତ ଶିକ୍ଷକ ଗଣମାଧ୍ୟମ…

ନିର୍ଯାତନା ସହି ନ ପାରି ସ୍ୱାମୀ ଟ୍ରେନ୍‌‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ତଦନ୍ତ ଆରମ୍ଭ କରିଛି। ଖୋର୍ଦ୍ଧା ଜିଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତ…

ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବ୍ରାହଣୀ ତରଙ୍ଗ ଥାନା ଭାଲୁପୁତ୍ର ଗାଁରେ ଘଟିଛି ଏହି ବିଭତ୍ସ ହତ୍ୟାକାଣ୍ଡ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ୨୦୨୪ ଡିସେମ୍ବର ମାସରେ ଜେଲରୁ ବାହାରିଥିଲା । ନିଜ…

ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ । ଏକତରଫା ପ୍ରେମରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା । ଘରେ ପଶି ଯୁବତୀଙ୍କ ହାତ ସହ ଶରୀରର ବିଭିନ୍ନ ସ୍ଥାନକୁ ଧାରୁଆ ଅସ୍ତ୍ରରେ କାଟିଲା ଯୁବକ । ଘର…

କେନ୍ଦ୍ରାପଡ଼ା ରାଜନଗର ଥାନା ବାଲିସାହିପାଟଣା ଗାଁରେ ଘଟିଛି ଏକ ଘଟଣା । ଯୌତୁକ ପାଇଁ ୯ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ ।ମୃତ ମହିଳା ହେଉଛନ୍ତି ଆଳି ଥାନା ନଳପାହି ଗାଁର ଜୈରାମ ପରିଡାଙ୍କ ଝିଅ କଳ୍ପନା ପରିଡା…

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ ଲଜ୍ଜା । ୭ବର୍ଷର ନାବାଳିକାକୁ ଦୁଷ୍କର୍ମ କରି ଅଭିଯୁକ୍ତ ଫେରାର । ୭ ବର୍ଷର ନାବାଳିକା ଜଣଙ୍କ ଘର ପାଖକୁ ତାଳ ସଜ ଗୋଟାଇ ବାକୁ ଯାଇଥିବା ବେଳେ ତାଙ୍କୁ ଦୁଷ୍କର୍ମ କରି…

ବିହାରର ଅରରିୟା ଜିଲ୍ଲାରେ ଥିବା ଫରେବଗଞ୍ଜର ଏକ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନରୁ ସାପା ବାହାରିଛି । ପିଲାମାନେ ଖାଦ୍ୟ ଖାଉଥିବା ବେଳେ ଗୋଟିଏ ପିଲାର ଖେଚେଡିରୁ ସାପ ବାହାରିଥିଲା । ତେବେ ଏହା ଖେଚେଡି ସହ ରାନ୍ଧି…

ଅତିରିକ୍ତ ଏସପିଙ୍କୁ ସଭା ମଞ୍ଚକୁ ଡକାଇ ଚାପୁଡ଼ା ମାରିବାକୁ ହାତ ଉଠାଇଲେ ମୁଖ୍ୟମନ୍ତ୍ରୀ। ଏହାର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବାରେ ଲାଗିଛି। ଯାହାକୁ ନେଇ ବିବାଦ ଘେରକୁ ଆସିଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା।୨୮ ଏପ୍ରିଲ…

ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଖଲିଙ୍ଗିରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏକ ପରିତ୍ୟକ୍ତ ଘରୁ ଚାରି ବର୍ଷର ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି । ଶିଶୁ କନ୍ୟାଟି ଅଜା ଘରକୁ ବୁଲିଯାଇଥିବା ବେଳେ…

ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ।ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ…