Browsing: ଶିକ୍ଷା ଓ ନିଯୁକ୍ତି

ବିଶ୍ୱ ରକ୍ତଦାତା ଦିବସ’ ସାରା ବିଶ୍ୱରେ ବହୁତ ଉତ୍ସାହର ସହିତ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ରକ୍ତ ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କୁ ସାହାଯ୍ୟ କରିବା।ମନୁଷ୍ୟ ଶରୀରରେ ରକ୍ତର ଆବଶ୍ୟକତା କେତେ ରହିଛି ତାହା କହିବା…

ମଙ୍ଗଳବାର ପ୍ରକାଶ ପାଇବ OJEE-୨୦୨୫ ରେଜଲ୍ଟ। ସନ୍ଧ୍ୟା ୫ରୁ ୬ ମଧ୍ୟରେ ଆସିବ ରେଜଲ୍ଟ। ଶିଳ୍ପମନ୍ତ୍ରୀ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିବେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ। ସୂଚନାନୁଯାୟୀ, ପ୍ରାୟ…

ଓଡ଼ିଶା ସରକାର ୟୁପିଏସସି ଆଶାୟୀ ପ୍ରାର୍ଥୀଙ୍କ ପାଇଁ ମାଗଣା କୋଚିଂ ଆରମ୍ଭ କରିବାକୁ ଯାଉଛନ୍ତି । ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ…

ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ୩ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧି ରବିବାର ଶେଷ ହୋଇଥିଲା। ହେଲେ ଆଜି ପୁଣି ଏହି ଅବଧିକୁ ବୃଦ୍ଧି କରାଯାଇଛି। ଛାତ୍ରଛାତ୍ରୀ ଜୁନ୍‌ ଜୁନ୍‌ ୪ ତାରିଖ ରାତି ୧୧ଟା ୪୩…

JEE ଆଡଭାନ୍ସ ରେଜଲ୍ଟ ପ୍ରକାଶିତ ହୋଇଛି । ଚଳିତବର୍ଷ ପରୀକ୍ଷାର ଆୟୋଜନ ଆଇଆଇଟି କାନପୁରରେ ହୋଇଥିଲା । ପରୀକ୍ଷାର୍ଥୀ ନିଜର ରେଜଲ୍ଟ ଅଫିସିଆଲ ୱେବସାଇଟ jeeadv.ac.in କୁ ଯାଇ ଚେକ୍ କରିପାରିବେ । ଆଇ ଆଇ ଟି…

ନିଟ୍ ପିଜି ୨୦୨୫ ପରୀକ୍ଷା ଗୋଟିଏ ସିଫ୍ଟରେ କରାଯିବ। ସାରା ଦେଶରେ ସ୍ଥିର ହୋଇଥିବା ବିଭିନ୍ନ କେନ୍ଦ୍ରରେ ଗୋଟିଏ ସିଫ୍ଟରେ ହିଁ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ଆଜି ଦୁଇଟି ସିଫ୍ଟରେ ପରୀକ୍ଷା ପରିଚାଳନାକୁ ଚ୍ୟାଲେଞ୍ଜ କରାଯାଇଥିବା…

ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ମାସିକ ୧…

କାଲିଠୁ +୨ ନାମଲେଖା ଆବେଦନ। ଆସନ୍ତାକାଲିଠୁ ନାମଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆସନ୍ତାକାଲିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ।SAMS ପୋର୍ଟାଲରେ ଆବେଦନ କରିବେ ଛାତ୍ରଛାତ୍ରୀ ।www.samsodisha.gov.in ରେ କରିବେ ଆବେଦନ । ଜୁଲାଇ…

ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ। କଳା,ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇଛି।ହା ସହିତ ଧନ୍ଦାମୂଳକ ପରୀକ୍ଷାଫଳ ବି ପ୍ରକାଶ ପାଇଛି । ଏଥର ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀ…

ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ସ୍ନାତକ(+୩)ରେ ନାମଲେଖା ପାଇଁ ଆବେଦନ ଆଜି ଶେଷ ହେବ। ଜାତୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ଛାତ୍ରଛାତ୍ରୀ ପାଠ ପଢିବେ। ମେ’ ୨୧ ଏବଂ ୨୨…

ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍ଏସ୍ଇ ଲକ୍ଷ୍ୟ ରଖିଛି । ଏହି ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି । ମେ ୧ ତାରିଖ ସୁଦ୍ଧା ଖାତା ଦେଖା…

ସଦ୍ୟ ପ୍ରକାଶିତ ମାଟ୍ରିକ୍‌ ଫଳର ସାର୍ଟିଫିକେଟ୍‌ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟ୍‌ରେ ସୋମବାର ସନ୍ଧ୍ୟା ୭ଟାରୁ ଉପଲବ୍‌ଧ ହୋଇଛି। ୱେବ୍‌ସାଇଟ୍‌ରେ ୭ ଦିନ ଯାଏଁ ମାଗଣାରେ ଉପଲବ୍ଧ ରହିବ ମାଟ୍ରିକ ସାର୍ଟିଫିକେଟ୍। ପାସ୍‌ କରିଥିବା ପରୀକ୍ଷାର୍ଥୀମାନେ…