କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ପରୀକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛି । CBSE ନିଷ୍ପତ୍ତି ନେଇଛି ଯେ 2026 ରୁ ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର କରାଯିବ…
Browsing: ଶିକ୍ଷା ଓ ନିଯୁକ୍ତି
ଆଜିଠୁ ଆରମ୍ଭ ହେଉଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ସକାଳ ସାଢ଼େ ୧୦ଟାରୁ ଏକ୍ସଜାମ୍ ଆରମ୍ଭ ହେବ । ଦଶମ ପରୀକ୍ଷା ମାର୍ଚ୍ଚ ୧୮ ତାରିଖ ଯାଏ ଏବଂ…
ଆଜି ବିଶ୍ୱ ରେଡ଼ିଓ ଦିବସ। ଦିନେ ଖବର ପ୍ରସାରଣ ମୁଖ୍ୟ ମାଧ୍ୟମ ଥିଲା ରେଡ଼ିଓ। ଆଜିର ଡିଜିଟାଲ ଯୁଗରେ, ଏହାର ବିକଳ୍ପରେ ଆସିଛି। ତଥାପି ଅନେକଙ୍କ ମନରେ ଏବେ ବି ରେଡିଓର ସ୍ୱତନ୍ତ୍ର ସ୍ଥାନ ରହିଛି। ୧୯୪୬…
ପରୀକ୍ଷା ହବକୁ ଗଲା +୨ ପରୀକ୍ଷା ପ୍ରଶ୍ନପତ୍ର। କଡ଼ାକଡ଼ି ସୁରକ୍ଷାରେ ଏହି ପ୍ରଶ୍ନପତ୍ରକୁ ହବକୁ ପଠାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଅଧୀନ ହବକୁ ପ୍ରଶ୍ନପତ୍ର ଯାଇଛି। ତେବେ ଚଳିତ ଥର ୨୦୫ଟି ପରୀକ୍ଷା ହବ କରାଯାଇଛି।…
ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ଏନେଇ ମାଧ୍ୟମିକ…
ପ୍ରକାଶ ପାଇଲା ନୀଟ ୟୁଜି ୨୦୨୫ ପରୀକ୍ଷା ତାରିଖ। ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ଫେବ୍ରୁଆରୀ ୪ ତାରିଖରୁ ମାର୍ଚ୍ଚ ୭ ଯାଏ ଆବେଦନ କରିପାରିବେ। ଚଳିତ ବର୍ଷ ମେ ୪ ତାରିଖରେ ଡାକ୍ତରୀ ପ୍ରବେଶିକ ପରୀକ୍ଷା ଆୟୋଜନ…
ପ୍ରକାଶ ପାଇଲା ଓଡିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ଫଳ । ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ୍ ପରୀକ୍ଷା-୨୦୨୩ ଆଜି ପ୍ରକାଶିତ ହୋଇଛି । ମେନ୍ ପାଇଁ ୪…
ଆସନ୍ତା ୧୮ ତାରିଖରୁ +୨ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଏକା ସମୟରେ…
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (IGNOU) ଓଡ଼ିଆ MBA ପୁସ୍ତକ ପ୍ରସ୍ତୁତ କରିଥିବାରୁ ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ MBA (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ। ପ୍ରଥମ ଥର ପାଇଁ IGNOU…
ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି। ଆଗାମୀ…
ଓଡ଼ିଶା ପୋଲିସ ପକ୍ଷରୁ ଏସ୍ଆଇ ବା ସବ୍ଇନ୍ସପେକ୍ଟର ପଦବୀ ଖାଲି ଅଛି। ଏଥିରେ ନିଯୁକ୍ତି ପାଇଁ ଘୋଷଣା କରାଯାଇଛି। ଏଥିସହିତ ଏସ୍ଆଇ ସମକକ୍ଷ ପଦବୀ (CPSE-୨୦୨୪) ପାଇଁ ମଧ୍ୟ ନିଯୁକ୍ତି ଘୋଷଣା କରାଯାଇଛି। ବିସ୍ତୃତ ବିଜ୍ଞାପନ ପାଇଁ,…
ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ୨୦୨୫ ପାଇଁ ଆସନ୍ତାକାଲି ଅର୍ଥାତ ଜାନୁୟାରୀ ୧୯ରେ ଆଡମିଟ କାର୍ଡ ଜାରି କରାଯିବ। ଜେଇଇ ମେନ ୨୦୨୫ର ପ୍ରଥମ ସେସନ ଜାନୁୟାରୀ ୨୨ରୁ ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷାର ୩…