Browsing: ଶିକ୍ଷା ଓ ନିଯୁକ୍ତି

ଏଣିକି ଶିକ୍ଷକ ଚାକିରି ପାଇବାରୁ ବଞ୍ଚିତ ହେବେନାହିଁ ଦୃଷ୍ଟିବାଧିତ। ଦୃଷ୍ଟିବାଧିତ ମାନେ ମଧ୍ୟ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ମାଧ୍ୟମିକ ସ୍କୁଲରେ ଏଲଟିଆର ଶିକ୍ଷକ ପଦବୀ ପାଇଁ ଆବେଦନ କରିବାକୁ ଏହି ନିକଟରେ ଓଡିଶା ଷ୍ଟାଫ…

ଜାତୀୟ ଶିକ୍ଷା ନୀତି (NEP)- ୨୦୨୦ ଲାଗୁ ପାଇଁ ଜାରି ହେଲା ବିଜ୍ଞପ୍ତି । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ଆଜି ହେଉଛି ‘ଆର୍ମି ଡେ’ (Army Day 2025) ବା ସ୍ଥଳସେନା ଦିବସ । ଦେଶ ପାଳୁଛି ଗୌରବମୟ 77 ତମ ଆର୍ମି ଡେ । ପ୍ରତିବର୍ଷ ଜାନୁୟାରୀ 15 ତାରିଖକୁ ଏହି ଦିବସ ପାଳନ କରାଯାଇଥାଏ…

ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ବନ୍ଦ କରିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା କରାଯାଇଛି । ତେବେ ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ରହିବ । ସେଲ୍ଫ ଡିସପ୍ଲେ…

ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ୟୁଜିସି ନେଟ୍ ପରୀକ୍ଷା ସ୍ଥଗିତ ରଖିଲା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)। ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀ ଥିବା ଯୋଗୁ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ତେବେ ଜାନୁଆରୀ…

ଜୟ ଯବାନ ଜୟ କିଶାନ। ଆଜି ହେଉଛି ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଣ୍ୟତିଥି। ୧୯୦୪ ମସିହା ଅକ୍ଟୋବର ୨ ତାରିଖରେ ଉତ୍ତର ପ୍ରଦେଶର ମୁଗଲସରାଇରେ ଲାଲ ବାହାଦୂରଙ୍କର ଜନ୍ମ। ମାତ୍ର ଦେଢ ବର୍ଷ…

ଯୁକ୍ତ ଦୁଇ ପରୀକ୍ଷାରେ କପିକୁ ରୋକାଯିବା ଲାଗି ନୂଆ ପଦକ୍ଷେପ । କପି ରୋକିବା ନେଇ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ୱାଡ୍ । ବଡ଼ ଜିଲ୍ଲାରେ ୨ଟି ଓ ଛୋଟ ଜିଲ୍ଲାରେ ଗୋଟିଏ ରହିବେ ସ୍କ୍ୱାଡ୍ ।…

ଓଡ଼ିଶା ପବ୍ଲିକ ସର୍ଭିସ କମିସନ (ଓପିଏସସି) ପକ୍ଷରୁ ୨୬୫ଟି ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜାନୁୟାରୀ ୧୦ ତାରିଖରୁ ଏହାର ରେଜିଷ୍ଟ୍ରେସନ ଆରମ୍ଭ ହେବ।୨୬୫ ପଦ ମଧ୍ୟରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ୩୦ଟି ପଦବୀ,…

ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠୁ ପରୀକ୍ଷା ଆରମ୍ଭ ହୋଇ ଜାନୁଆରୀ ୧୨ ତାରିଖରେ ଶେଷ ହେବ । ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ…

ମନୁଷ୍ୟ ବାସ୍ତବରେ ସର୍ବାଧିକ କେତେ ଦିନ ଯାଏ ବଞ୍ଚିପାରିବ, ତାହାର ଉତ୍ତର ବାହାର କରିବାକୁ ସିଙ୍ଗାପୁରର କିଛି ଗବେଷକ ସେମାନଙ୍କର ଅନୁଧ୍ୟାନ ଜାରି ରଖିଛନ୍ତି । ଏ ପରିପ୍ରେକ୍ଷୀରେ ମନୁଷ୍ୟ ୧୨୦ରୁ ୧୫୦ ବର୍ଷ ଯାଏ ଜୀବନ…

ଚଳିତବର୍ଷ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା (ମାଟ୍ରିକ)ର ଲାଇଭ୍ ଷ୍ଟ୍ରିମିଙ୍ଗ୍‌ ବ୍ୟବସ୍ଥା ହେବ। ପରୀକ୍ଷା ଚାଲୁଥିବା ବେଳେ ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ସଂପୂର୍ଣ୍ଣ ନିୟନ୍ତ୍ରଣରେ ରହିବ। ମାଟ୍ରିକ୍ ପରୀକ୍ଷାରେ କପି ରୋକିବା ସହ ପ୍ରଶ୍ନପତ୍ର ଭାଇରାଲ ଭଳି ଅନିୟମିତତାକୁ…

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି ନେଟ୍‌ ଡିସେମ୍ବର-୨୦୨୪ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି । ଜାନୁଆରୀ ୩ ତାରିଖରୁ ଆରମ୍ଭ ହୋଇ ଏହି ପରୀକ୍ଷା ୧୬ ଯାଏ ଚାଲିବ । ୮୫ଟି ବିଷୟରେ କମ୍ପ୍ୟୁଟର୍‌ ବେସଡ୍…