ଭୂତପୂର୍ବ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ୧୦୦ ତମ ଜନ୍ମ ଜୟନ୍ତୀ। ବାଜପେୟୀ ଜଣେ ରାଜନେତା, ସୁବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି ଥିଲେ। ସ୍ୱାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ଅଟଳ ଜୀ’…
Browsing: ଶିକ୍ଷା ଓ ନିଯୁକ୍ତି
ସ୍କୁଲ ଶିକ୍ଷାରେ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ୫ମ ଓ ୮ମ ଶ୍ରେଣୀରେ ରହିଥିବା ଫେଲ୍ ନ ହେବା କଟକଣାକୁ ଆଜି ସରକାର ହଟାଇ ଦେଇଛନ୍ତି। ଯେଉଁ ପିଲାମାନେ ବାର୍ଷିକ ପରୀକ୍ଷାରେ ପାସ୍ କରିପାରିବେ ନାହିଁ,…
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଇଣ୍ଟରନାଲ୍ ଆସେସ୍ମେଣ୍ଟ ଆଜିଠାରୁ ଆରମ୍ଭ ହୋଇଛି । ଡିସେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ଥିବା ଆସେସ୍ମେଣ୍ଟ ୧୦ କିମ୍ବା…
ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ୧୨୬୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବୁଧବାର ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ବର୍ଷ…
ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ବିଭିନ୍ନ କାରଣରୁ ନିୟମିତ ନିଯୁକ୍ତି ପ୍ରକ୍ରିୟା ହୋଇନଥିବାରୁ ବୟସ କୋହଳ ଆବେଦନ ହୋଇଥିଲା। ଯାହାର ଶୁଣାଇ କରି କୋର୍ଟ ଏହି ରାୟ ଦେଇଛନ୍ତି। ୨୦୨୧ ମସିହା ପରେ ପ୍ରଥମ…
ଜାନୁଆରୀ ୧୭ରେ ହେବ ଓଷ୍ଟେଟ ପରୀକ୍ଷା । ଓଡିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ କରୁଛି ମାଧ୍ୟମିକ ଶିକ୍ଷା ପରିଷଦ। ସକାଳ ୧୦ ରୁ ଦିନ ୧୨.୩୦ ପର୍ଯ୍ୟନ୍ତ ହେବ ପ୍ରଥମ ସିଟିଙ୍ଗ ପରୀକ୍ଷା ।…
ସିପାହି କନେଷ୍ଟବଳ ପଦରେ ନିଯୁକ୍ତି ପାଇଁ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୬ ବର୍ଷ କୋହଳ କରିବାକୁ ହାଇକୋର୍ଟ ଓଡିଶା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ବିଭିନ୍ନ ବାଟାଲିୟନରେ ୧୩୬୦ଟି କନେଷ୍ଟବଳ ସିପାହୀ ପଦ ପୂରଣ ପାଇଁ ୨୦୨୪…
ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ କରାଯିବ। ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ, ଏଥର ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ…
ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ରେଜଲ୍ଟ ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ ଓଡ଼ିଶା ଡଟ୍ ଏସି ଡଟ୍ ଇନ୍ (http://www.bseodisha.ac.in/) ରେ ଲଗ୍…
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଶିକ୍ଷାବର୍ଷ ୨୦୨୪-୨୫ରେ +୨ ବୋର୍ଡ ପରୀକ୍ଷାରେ ବ୍ୟାପକ ପରିବର୍ତ୍ତନ କରିବାକୁ ଯାଉଛି। ଦ୍ବାଦଶ ଶ୍ରେଣୀ ବିଜ୍ଞାନ, କଳା ଏବଂ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାରେ ନୂଆ କରି ଇଣ୍ଟରନାଲ ଆସେସମେଣ୍ଟ ପଦ୍ଧତି…
ଆଜି ବିଶ୍ବ ଟେଲିଭିଜନ ଦିବସ । କଳାଧଳା ଯୁଗରୁ ଆରମ୍ଭ ହୋଇ ଟେଲିଭିଜନ ଏବେ ସ୍ମାର୍ଟ ଏଲଇଡି ସ୍ତରରେ ପହଞ୍ଚିଲାଣି। ୧୯୯୬ ନଭେମ୍ବର ୨୧ରେ ବିଶ୍ବରେ ପ୍ରଥମ ଟେଲିଭିଜନ ଫୋରମ୍ ଆୟୋଜିତ ହୋଇଥିଲା। ୧୯୯୭ ଡିସେମ୍ବରରେ ଜାତିସଂଘ…
“ଉତ୍କଳ କେଶରୀ” ନାମରେ ପରିଚିତ ଡକ୍ଟର ହରେକୃଷ୍ଣ ମହତାବ ୧୮୯୯ ମସିହା ନଭେମ୍ବର ୨୧ ତାରିଖରେ ଓଡ଼ିଶାର ଆଗରପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ। ସେ ଭାରତ ଇତିହାସରେ ଜଣେ ବହୁମୁଖୀ ନେତା ଥିଲେ। ସେ ଜଣେ ସ୍ୱାଧୀନତା ସଂଗ୍ରାମୀ,…