ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସହ ମାଲିକାନା ଲଗଜରି ରେଷ୍ଟୁରାଣ୍ଟ ‘ବାସ୍ତିଆନ୍ ବିରୋଧରେ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ମାମଲା ରୁଜୁ । ଅନୁମୋଦିତ ସମୟଠାରୁ ଅଧିକ ସମୟ ଧରି ପବ ଖୋଲିଥିବାରୁ ବାଷ୍ଟିଆନ୍ ଗାର୍ଡେନ୍ ସିଟି ସମେତ ବେଙ୍ଗାଲୁରୁର ଦୁଇଟି ପବ୍ ବିରୋଧରେ ପୋଲିସ ସ୍ୱତଃପ୍ରବୃତ୍ତ ଭାବେ ମାମଲା ରୁଜୁ କରିଛି ।ଭାଇରାଲ ଭିଡିଓ ଆଧାରରେ ପୋଲିସ ନିଜଆଡୁ ମାମଲା ରୁଜୁ କରିଛି । କିଛି କର୍ମଚାରୀଙ୍କୁ ପଚରାଉଚରା କରାଯିବା ସହ ତଦନ୍ତ ଚାଲିଛି । ମଙ୍ଗଳବାର ଦିନ ଚର୍ଚ୍ଚ ଷ୍ଟ୍ରିଟ୍ ନିକଟରେ ଶିଳ୍ପା ଶେଟ୍ଟିଙ୍କ ବାଷ୍ଟିଆନ୍ ପବ୍ ଉପରେ ଆୟକର ବିଭାଗ ମଧ୍ୟ ଚଢ଼ାଉ କରିଥିଲା ।
ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପବରେ ରେଡ୍
By madhulekha1 Min Read
