Browsing: ମନୋରଞ୍ଜନ

ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଡା. ସ୍ମୃତି ମିଶ୍ରଙ୍କ ନେତୃତ୍ବରେ ଅଭିଜ୍ଞ ଚିକିତ୍ସକ ଦଳ ତାଙ୍କର ଚିକିତ୍ସା କରୁଛନ୍ତି। ତାଙ୍କ କିଡ୍‌ନୀ ସୁସ୍ଥ ଥିବାବେଳେ ନିମୋନିଆର ଚିକିତ୍ସା କରାଯାଉଥିବା…

ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀଙ୍କୁ ହତ୍ୟା ଧମକ। ଫୋନ୍ କଲ କରି ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ । ୨ ଦିନ ମଧ୍ୟରେ ଟଙ୍କା ନଦେଲେ ଜୀବନରୁ ମାରି ଦେବାକୁ ଧମକ ଦେଇଛନ୍ତି ଦୁର୍ବୃତ୍ତ । ଅଭିନେତ୍ରୀଙ୍କ…

ଗୁରୁବାର ମୁମ୍ବାଇ ପୋଲିସ କହିଛି ଯେ ଅଭିନେତାଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଅଗ୍ନି ନିର୍ଗମନ ସିଡ଼ି ଦେଇ ଘରେ ପ୍ରବେଶ କରିଥିଲେ ଏବଂ ଅନେକ ସମୟ ସେଠାରେ ରହିଥିଲେ। ସୈଫ୍ ତାଙ୍କ ପରିବାର…

ଆରମ୍ଭ ହେଲା ଅକ୍ଷୟ କୁମାରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଭୂତ ବଙ୍ଗଲା’ର ସୁଟିଂ । ନିକଟରେ ତବୁ ଫିଲ୍ମ ସେଟରୁ ସୁଟିଂର ଏକ ଫଟୋ ସେୟାର କରିଛନ୍ତି । ଏହି ଫଟୋ ସେୟାର କରି ତବୁ ଲେଖିଛନ୍ତି,…

ତେଲୁଗୁ ଚଳଚ୍ଚିତ୍ର ଶିଳ୍ପର ଅନେକ ବଡ଼ ନିର୍ମାତାମାନଙ୍କ ଘର ଏବଂ କାର୍ଯ୍ୟାଳୟରେ ମଙ୍ଗଳବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏହି ତାଲିକାରେ ‘ଗେମ୍‌ ଚେଞ୍ଜର’ ଓ ‘ପୁଷ୍ପା-୨’ ନିର୍ମାତାଙ୍କ ନାମ ମଧ୍ୟ ସାମିଲ ଅଛି।ପୁଷ୍ପା ୨ର…

ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସ ଆନୁଷ୍ଠାନିକ କେତେକ ଦେଶରେ ସବସ୍କ୍ରିପସନ ଦର ବୃଦ୍ଧି କରିବା ପାଇଁ ଘୋଷଣା କରିଛି। ଯୁକ୍ତରାଷ୍ଟ୍ର ଆମେରିକା, କାନାଡା, ପର୍ତ୍ତୁଗାଲ ଏବଂ ଆର୍ଜେଣ୍ଟିନା ସମେତ ଅନେକ ଦେଶରେ ଏହାର ସବସ୍କ୍ରିପସନର ମୂଲ୍ୟ ବୃଦ୍ଧି ହେବ।…

ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣକୁ ନେଇ ପୁଣି ଏକ ଦ୍ବନ୍ଦ୍ବ । ମେଳ ଖାଉନି ଆଙ୍ଗୁଠି ଚିହ୍ନ । କ୍ରାଇମ ସିନ୍‌ରୁ ତଦନ୍ତକାରୀ ଟିମ୍ ସଂଗ୍ରହ କରିଥିବା ସାମ୍ପଲ୍ ସହ ଅଭିଯୁକ୍ତ ସରିଫୁଲ୍ ଇସଲାମ୍ ଶେହଜାଦର…

ବହୁ ବିବାଦ ପରେ ଶେଷରେ ମମତା କୁଲକର୍ଣ୍ଣୀ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ଵର ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋମବାର ସାମାଜିକ ଗଣମାଧ୍ୟମରେ ଏହାର ସୂଚନା ଦେଇଛନ୍ତି। ମମତା କୁଲକର୍ଣ୍ଣୀ କହିଛନ୍ତି, ମୁଁ ମହାମଣ୍ଡଳେଶ୍ଵର ପଦରୁ ଇସ୍ତଫା ଦେଉଛି।…

ସ୍ଥିର ରହିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା। ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା। ଲିଭର ସିରୋସିସ୍ ରେ ପୀଡ଼ିତ ଅଛନ୍ତି ପୁରୁଣା ଦିନର ଓଡ଼ିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି। ଆଶା କରାଯାଉଛି ସେ ଖୁବଶୀଘ୍ର ଭଲ…

ବଲିଉଡ୍ ଫିଲ୍ମ ନିର୍ଦ୍ଦେଶକ ରାମଗୋପାଳ ବର୍ମାଙ୍କୁ ୩ ମାସ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ମୁମ୍ବାଇର ଏକ କୋର୍ଟ । ଚେକ୍ ବାଉନସିଙ୍ଗ୍ ମାମଲାରେ ଅନ୍ଧେରୀ ମାଜିଷ୍ଟ୍ରେଟ୍ କୋର୍ଟ ମଙ୍ଗଳବାର ଏହି ନିଷ୍ପତ୍ତି ଶୁଣାଇଛନ୍ତି । ଗତ ୭…

ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣୀଙ୍କୁ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦବୀରୁ ହଟାଇ ଦିଆଯାଇଛି।ତାଙ୍କ ସହିତ ଲକ୍ଷ୍ମୀ ନାରାୟଣ ତ୍ରିପାଠୀଙ୍କୁ ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ପଦବୀରୁ ହଟାଇ ଦିଆଯାଇଛି। ଉଭୟଙ୍କୁ ଆଖଡାରୁ ବହିଷ୍କାର କରାଯାଇଛି। କିନ୍ନର ଆଖଡ଼ାର ପ୍ରତିଷ୍ଠାତା ରିଷି…

ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି। ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତର ହେବେ କହିଲେ ପୁଅ ବାବୁସାନ।ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବା ନେଇ କହିଲେ ବାବୁସାନ। ବର୍ତ୍ତମାନ ସେ ଭୁବନେଶ୍ୱର ସ୍ଥିତ ଏକ…