ବହୁ ପ୍ରତୀକ୍ଷିତ ମୁଭି ‘ବୈତାୟାନ’ର ରିଲିଜ ପୂର୍ବରୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ଅକ୍ଟୋବର ୩ତାରିଖ ରାତି ପ୍ରାୟ ୧୧ଟା ସମୟରେ ଚେନ୍ନାଇର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି…
Browsing: ମନୋରଞ୍ଜନ
ବଲିଉଡ ଅଭିନେତା ଗୋବିନ୍ଦା। ନିଜର ଲାଇସେନ୍ସପ୍ରାପ୍ତ ରିଭଲଭର ଦ୍ୱାରା ଆହତ ହୋଇଥିଲେ। ଏହି ଦୁର୍ଘଟଣା ପରେ ଅଭିନେତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଗୋବିନ୍ଦା ଭଲ ଅଛନ୍ତି ଏବଂ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି।ସୋସିଆଲ ମିଡିଆରେ ଆସିଥିବା ଭିଡିଓରେ…
ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାଉଥ୍ ସୁପରଷ୍ଟାର ରଜନୀକାନ୍ତ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର…
ବଲିଉଡର ବର୍ଷିଆନ୍ ଅଭିନେତା ଗୋବିନ୍ଦା ଆହତ। ତାଙ୍କ ଦେହରେ ବାଜିଛି ଗୁଳି। ତାଙ୍କୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଭିର୍ତ୍ତି କରାଯାଇଛି।ରିପୋର୍ଟ ଅନୁଯାୟୀ ଲାଇସେନ୍ସପ୍ରାପ୍ତ ପିସ୍ତଲ ସଫା କରୁଥିବାବେଳେ ହଠାତ୍ ଆଣ୍ଠୁରେ ଗୁଳି ବାଜିଥିଲା।…
କଙ୍ଗନା ରଣାୱତ୍ଙ୍କ ଫିଲ୍ମ ‘ଏମର୍ଜେନ୍ସି’। ବର୍ତ୍ତମାନ ଏହାର ରିଲିଜ୍କୁ ନେଇ ଗତ ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ହୋଇଛି । କୋର୍ଟ କହିଲେ, ଫିଲ୍ମର କିଛି ସିନ୍ କାଟିବାକୁ ସେନ୍ସର ବୋର୍ଡ ଦେଇଥିବା ପରାମର୍ଶକୁ ନିର୍ମାତା ପାଳନ…
ଆଲବମ୍ ଅଭିନେତ୍ରୀ ରୁକ୍ସାନା ବାନୋ ମୃତ୍ୟୁ ଘଟଣାରେ କବର ଖୋଳି ଶବ ବାହାର କରିବା ପାଇଁ ମନା କଲେ ପରିବାର ଲୋକେ । କବରସ୍ଥାନରେ ହଙ୍ଗାମା କଲେ ରୁକ୍ସାନାଙ୍କ ମା’ । ପୋଲିସକୁ ଗାଳି କରିବା ସହ…
ପ୍ରବୀଣ ଆର୍ମ ରେସ୍ଲିଂ ‘ପ୍ରୋ ପଞ୍ଜା ଲିଗ୍’ର କୋ-ଫାଉଣ୍ଡର। ପ୍ରୋ ପଞ୍ଜା ଲିଗ ଏକ ବୟାନରେ କହିଛି ଯେ ଆମକୁ ଏହା ଜଣାଇବାକୁ ଦୁଃଖ ଲାଗୁଛି ଯେ ପ୍ରୋ ପଞ୍ଜା ଲିଗର ସହ ସଂସ୍ଥାପକ ପ୍ରବୀଣ ଡବାସ…
ଯାତ୍ରା ଖଳନାୟକ କାହ୍ନା ସ୍ବାଇଁ ଖେଳଣା ପରି ଖୋଲା ମଞ୍ଚରେ ମହାପ୍ରଭୁଙ୍କ ପ୍ରତିମାର ଗୋଟିଏ ବାହୁକୁ ଝାଲାଇ ଝୁଲାଇ ନେଉଛନ୍ତି । ରଙ୍ଗମଞ୍ଚରେ ଅଭିନୟ କଲା ବେଳେ ସେ ଏପରି ଜଘଣ୍ୟ ଅପରାଧ କରିଥିବା ଅଭିଯୋଗ ହୋଇଛି।…
ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।ତେବେ ରୁକ୍ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ଘଟିଥିବା ଜଣାଯାଇଛି।ତେବେ ଏନେଇ ଏମ୍ସ କର୍ତ୍ତୁପକ୍ଷଙ୍କ ପକ୍ଷରୁ କୌଣସି…