ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗାର ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି ମିଳିଛି। ମଙ୍ଗଳବାର ତଳ କୋର୍ଟଙ୍କ ରାୟକୁ ରଦ୍ଦ କରିଛନ୍ତି ହାଇକୋର୍ଟ।ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ ହାଇକୋର୍ଟ ଯାଇଥିଲେ।ହାଇକୋର୍ଟଙ୍କ ଏହି ରାୟ ପରେ ପ୍ରତାପ ଏବେ ଦୋଷମୁକ୍ତ ହୋଇଛନ୍ତି।