ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୦ ହଜାର ୬୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୧୨୦ ଟଙ୍କା ରହିଛି।ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୦,୭୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭,୧୨୦ଟଙ୍କା ରହିଛି ।ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭0,୬୯୦ ଟଙ୍କା ଓ ୭୭ ,୧୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭0,୮୫୦ ଟଙ୍କା ଓ ୭୭ , ୧୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭0,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୧୩୦ ଟଙ୍କା ଥିବା ରେକର୍ଡ ହୋଇଛି ।ଅଧିକ ଗୁରୁତ୍ବପୂର୍ଣ୍ଣ ଖବର ପଢିବା ପାଇଁ ଆମକୁ ଏବେ ଫୋଲୋ (Follow) କରନ୍ତୁ । ଅନ୍ୟଙ୍କୁ ସେୟାର କରନ୍ତୁ ।