ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । ତେବେ ଆଜି ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦର ୯୮,୮୯୦ ଟଙ୍କା ରହିଛି । ଗତକାଲି ୯୮,୪୦୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ପାଇଛି ।
୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍କୁ ୯୦,୬୫୦ ଟଙ୍କା ରହିଛି । ଗତକାଲି ୯୦,୨୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି ।୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୪,୧୭୦ ଟଙ୍କା ରହିଛି । ଗତକାଲି ୭୩,୮୦୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ପାଇଛି ।