ମାଟ୍ରିକ ପରୀକ୍ଷା ପ୍ରସ୍ତୁତି । ୨୦୨୪- ୨୫ ଶିକ୍ଷାବର୍ଷର ମାଟ୍ରିକ୍ ପରୀକ୍ଷା ଲାଗି ଆଜିଠାରୁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍ ଲାଇନରେ ବିଦ୍ୟାଳୟ କର୍ତ୍ତୃପକ୍ଷ କରିବେ ।bseodisha.ac.inରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।