Browsing: ଅନ୍ୟାନ୍ୟ

ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ । ବିରିୟାନୀ,…

ଅମାନିଆ ଗାଡି ଚାଳକ ସବଧାନ! ଏଣିକି ଆଉ ଚଳିବନି ମୋଡିଫାଏଡ ସାଇଲେନ୍ସର।ବେଶୀ ବିଶୃଙ୍ଖଳା କଲେ ଗିରଫ କରିବାକୁ ଚେତାବନୀ ଦେଇଛନ୍ତି ଡିସିପି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରୋଡ଼ ସେଫଟି ପାଇଁ ଏନଫୋର୍ସମେଣ୍ଟ କମିଶନରେଟ ପୋଲିସ ଆରମ୍ଭ କରିଛି…

ଭାରତ ଦୀର୍ଘ ଦିନରୁ ଦୁର୍ନୀତି ବିରୋଧରେ ଲଢ଼େଇ କରୁଛି। ଦୁନିଆର ଦୁର୍ନୀତିଗ୍ରସ୍ତ ଦେଶ ମଧ୍ୟରେ ଭାରତର ସ୍ଥାନ କେଉଁଠି ଅଛି। ଏ ସମ୍ପର୍କିତ ଏକ ରିପୋର୍ଟ ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାସନାଲରେ ପ୍ରକାଶ ପାଇଛି। ଏହି ସୂଚକାଙ୍କରେ ବିଶ୍ୱର ସବୁଠୁ…

ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଥିଲା, ତା’ପରେ ଦେଶରେ ୬୮ ଦିନର ଲକଡାଉନ୍ ହୋଇଥିଲା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆହ୍ୱାନରେ ୨୦୨୦, ୨୨ ମାର୍ଚ୍ଚର ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାରା ଦେଶରେ ଜନତା…

ଓଡ଼ିଆଙ୍କ ପରିଚୟ ପଖାଳ । ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଓଡ଼ିଆ…

ଆଜି ବିଶ୍ବ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତିକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତା ଓ…

ଶାଳପତ୍ର ଦନାରେ ୫ଟି ଦହିବରା ସାଙ୍ଗକୁ ଦି’ ଚାମଚ୍‌ ଆଳୁଦମ୍‌, ଘୁଗୁନି । ଉପରେ ଛଣା ସେଉ, କଟା ପିଆଜ ଓ କିଛି ଧନିଆପତ୍ର । କଟକ ମାନେ ଦହିବରା ଆଉ ଦହିବରା ମାନେ ଭାଇଚାରା ,…

ବାଲେଶ୍ୱର ସହର ଉପକଣ୍ଠସ୍ଥ ସିନ୍ଧିଆ ପଞ୍ଚାୟତର ବାବୁରାମ ନାଥଙ୍କ ପୁଅ ଅବିନାଶ ନାଥ । ସବୁବେଳେ କିଛି ନୂଆ କରିବାର ପ୍ରୟାସ ତାଙ୍କୁ ସବୁବେଳେ ଚର୍ଚ୍ଚାରେ ରଖିଥାଏ । ଦେବ ଦେବ ମହାଦେବଙ୍କ ପବିତ୍ର ଜାଗର ଯାତ୍ରା…

କାର୍ଯ୍ୟସ୍ଥଳରେ ହ୍ୟାଣ୍ଡସେକ୍ ପାଇଁ ବାଧ୍ୟ କରିବା ଯୌନ ନିର୍ୟ୍ୟାତନା । ଏକ ମାମଲାର ଶୁଣାଣି କରି ଏହା କହିଛନ୍ତି ଚେନ୍ନାଇ ହାଇକୋର୍ଟ । ମହିଳା କର୍ମଚାରୀଙ୍କୁ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଏବଂ ଯେକୌଣସି ଅପ୍ରିୟ ବ୍ୟବହାର…

ଅନେକ ସମୟରେ ଶ୍ରୀଜଗନ୍ନାଥଙ୍କୁ ନେଇ ବିଭିନ୍ନ କଳାକୃତି ଦେଖିବାକୁ ମିଳିଛି ।ତେବେ ଗୋଟିଏ ମାତ୍ର ନିମ୍ବ କାଠରେ ହୋଇଥିବା ଏହି କଳାକୃତିରେ ଦୁଇ ଦୁଇଟି ରୂପ ଦେଖିବାକୁ ମିଳିଛି । ଏହାକୁ କରି ଦେଖାଇଛନ୍ତି ମହାରଣା ଶିଳ୍ପୀ…

ଫେବୃୟାରୀ ୨୧ ଅର୍ଥାତ୍ ଆଜି ହେଉଛି ଅନ୍ତର୍ଜାତୀୟ ମାତୃଭାଷା ଦିବସ । ବିଶ୍ୱରେ ଭାଷା ଏବଂ ସଂସ୍କୃତିର ବିବିଧତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି । ଗତ ୨୦୦୦ ମସିହାରେ ଜାତିସଂଘ ଅନ୍ତର୍ଜାତୀୟ…

ମହାକୁମ୍ଭ ପାଇଁ ଲକ୍ଷ ଲକ୍ଷ ଭକ୍ତ ସଙ୍ଗମ ନଗରୀ ପ୍ରୟାଗରାଜରରେ ପହଞ୍ଚୁଛନ୍ତି। ଏପର୍ଯ୍ୟନ୍ତ ୫୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ଏଠାରେ ପବିତ୍ର ବୁଡ଼ ପକାଇ ସାରିଛନ୍ତି। ସେହି ସମୟରେ, କିଛି ଲୋକ ଅଛନ୍ତି ଯେଉଁମାନେ ମହାକୁମ୍ଭର ଛବିକୁ…