ଅଗଷ୍ଟ ୨୪ (ଶନିବାର) ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
Advertisements
ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦିନ ୨ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।