ଆଞ୍ଚଳିକ ପାଣିପାଗ ବିଭାଗର ସତର୍କ ସୂଚନା। ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଏହାସହ ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ାକୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।