Browsing: ଧର୍ମ

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ସୋମବାର, ୨୬ ଅଗଷ୍ଟରେ ପାଳନ କରାଯାଉଛି । ଏହି ବର୍ଷ ଜନ୍ମାଷ୍ଟମୀରେ ୪ଟି ଦୁର୍ଲ୍ଲଭ ସଂଯୋଗ ସୃଷ୍ଟି ହେଉଛି । ଯାହା ଦ୍ୱାପର ଯୁଗରେ ପ୍ରଭୁଙ୍କ ଜନ୍ମ ସମୟରେ ହୋଇଥିଲା ।…

ଆଜି ଭାଦ୍ରବ କୃଷ୍ଣ ଏକାଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପରମ୍ଫରା ସ୍ୱତନ୍ତ୍ର ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଆଗ୍ୟଂମାଳ ପରେ…

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭାଦ୍ରବ ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥିରେ ପାଳନ କରାଯାଏ । ସାରା ଦେଶରେ ଏହାକୁ ଖୁବ୍‌ ଧୂମଧାମରେ ପାଳନ କରାଯାଏ । ମାନ୍ୟତା ଅନୁଯାୟୀ ଏହି ସମୟରେ ପୂଜାର୍ଚ୍ଚନା ଓ ବ୍ରତ ପାଳନ…

ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମୋତ୍ସବ ନୀତି ସଂପନ୍ନ ହୋଇଛି। ଏଥିପାଇଁ ସୋମବାର ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା। ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଅଳଙ୍କାର ଲାଗି ପୂର୍ବକ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଥିବା ବେଳେ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ।ମନ୍ତ୍ରୀ କହିଛନ୍ତି ଭଣ୍ଡାର ଘର ମାଟି ତଳେ କିଛି ପଦାର୍ଥ ଅଛିକି ନାହିଁ ତାର ଯାଞ୍ଚ କରାଯିବ । ଯାଞ୍ଚ ପରେ ରତ୍ନଭଣ୍ଡାର ମରାମତି…

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ। ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ। ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରପଲ୍ଲୀ। ମଠ ମନ୍ଦିର ଓ ଘରଗୁଡ଼ିକରେ ଖୁବ୍ ଧୁମଧାମରରେ…

ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଛି। ଏହାପରେ ASI ସଂରକ୍ଷଣ ତଥା ମରାମତି କାର୍ଯ୍ୟ ହାତକୁ ନେବ। ଅତ୍ୟାଧୁନିକ ଯନ୍ତ୍ରପାତି…

ଶେଷ ହେଲା ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରେ ଖାଲି ଥିବା ସମସ୍ତ ସିନ୍ଦୁକ ଓ ଆଲମିରାର ସ୍ଥାନାନ୍ତର ପ୍ରକ୍ରିୟା । ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟ ସୁରୁଖୁରୁରେ…

ଅଗଷ୍ଟ ୨୪ (ଶନିବାର) ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା…

ଆସନ୍ତା ୨୩ ତାରିଖରେ ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ସ୍ଥାନାନ୍ତର ହେବ । ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ସ୍ଥାନାନ୍ତର ହେବ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର…

ବଡ଼ଦେଉଳର ବଡ଼ଠାକୁରଙ୍କ ପାଇଁ ତିଆରି ଚାଲିଛି ରାଖି। ଗହ୍ମା ପୁନେଇରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କୁ ଭଉଣୀ ସୁଭଦ୍ରା ପିନ୍ଧାଇବେ ରାଖି। ଚାରିଟି ବଡ଼ ରାଖି ସମେତ ମହାପ୍ରଭୁ ଶ୍ରୀଜଗନ୍ନାଥ ହଳଦିଆ ଓ ନାଲି ରଙ୍ଗର ଗୁଆମାଳ…

ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବା ପରେ ସପରିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୱାଇ ବି ଖୁରାନିଆ ।ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ…