ହ୍ବାଟସଆପରେ ମିଳିବ ରାଜସ୍ବ ସେବା । ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ହ୍ଵାଟସଆପରେ ରାଜସ୍ଵ ମନ୍ତ୍ରୀଙ୍କୁ ସିଧାସଳଖ କରିପାରିବେ ଅଭିଯୋଗ। ଦୁର୍ନୀତି ଅଭିଯୋଗ ଆସିଲେ ବଡ଼ ଆକ୍ସନ। ଆସନ୍ତାକାଲି ହ୍ୱାଟ୍ସଆପ୍ ସେବାକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିବେ । ଏହାସହ ୫୫ ଟି ତହସିଲ ଅଫିସକୁ ରେଜିଷ୍ଟ୍ରି ଅଫିସରେ ରୂପାନ୍ତରିତ କରାଯିବ । ସେହିପରି ଜାତି ପ୍ରମାଣପତ୍ର ସହ ରାଜସ୍ୱ ସେବା ଗୁଡିକ ମିଳିବ। ଏହାସହ ସମୟ ସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ। ଏହାଦ୍ବାରା ଦୁର୍ନୀତି ବନ୍ଦ ହେବା ସହ ବାରମ୍ବାର ଲୋକଙ୍କୁ ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବ ନାହିଁ।
ହ୍ଵାଟ୍ସଆପରେ ୨୪ ଘଣ୍ଟିଆ ରାଜସ୍ଵ ସେବା, ମନ୍ତ୍ରୀଙ୍କୁ କରିପାରିବେ ସିଧାସଳଖ ଅଭିଯୋଗ
By madhulekha1 Min Read
