କଟକକୁ ଆସିବ ନାହିଁ କୌଣସି ଘରୋଇ ବସ । ମୁଖ୍ୟମନ୍ତ୍ରୀ ବସ ସେବାକୁ ବିରୋଧ କରି ରାଜ୍ୟ ଘରୋଇ ବସ ମାଲିକ ସଂଘ ର ନିଷ୍ପତ୍ତି ।୨୪ରୁ ଗଡ଼ିବନି ଘରୋଇ ବସ୍। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍ରୁ ଜିଲ୍ଲା ହେଡ୍ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି।ଆସନ୍ତା ୨୩ ସୁଦ୍ଧା ଦାବିର ସମାଧାନ କରିବା ପାଇଁ ଚେତାବନୀ ଦେଇଛନ୍ତି ମାଲିକ ସଂଘ।ବୈଠକରେ ୮ ଜିଲ୍ଲାର ୧୮ ଆସୋସିଏସନ ସାମିଲ । ରାଜ୍ୟ ଘରୋଇ ବସ ମାଲିକ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁଙ୍କ ସୂଚନା ।
୨୪ରୁ ବନ୍ଦ ହେବ ବସ ଚଳାଚଳ । କଟକକୁ ଆସିବ ନାହିଁ କୌଣସି ଘରୋଇ ବସ
By madhulekha1 Min Read
