କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ ହେବା ପରେ ୨୭ ତାରିଖରେ ଅପରାହ୍ନ ୩.୩୦ରେ ସମସ୍ତ ସଭ୍ୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।ଏହା ଉପରେ ପ୍ରତିକ୍ରିୟା ରଖି ଚାମେଲି କହିଛନ୍ତି ତାଙ୍କୁ ଜାଣିଶୁଣି ହଇରାଣ କରାଯାଉଛି। ତାଙ୍କୁ କାର୍ଯ୍ୟ କରିବାକୁ ଦିଆଯାଉନାହିଁ ।
ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ
By madhulekha1 Min Read
