Browsing: ଖାସ୍ ଖବର

ଭୁବନେଶ୍ୱରକୁ ପଣସର ମୁଖ୍ୟ ପେଣ୍ଠସ୍ଥଳ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଏଥିପାଇଁ ରାଜଧାନୀ ଉପକଣ୍ଠ ଡେରାସ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ମୋଟ ୫ ହେକ୍ଟର ଜମିରେ ୨ ହଜାର ଉନ୍ନତମାନର…

ପୁରୀ ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି । ଆଜି ନବମୀ ସନ୍ଧ୍ୟା ଦର୍ଶନ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ ।ଜନସମୁଦ୍ର ହୋଇଯାଇଛି…

ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର…

ଜଗା ପ୍ରଧାନଙ୍କ ଗିରଫ ସହ ଆନ୍ଦୋଳନ ପ୍ରତ୍ୟାହାର କଲା OAS ସଂଘ । ଏନେଇ ସୂଚନା ଦେଇଛନ୍ତି OAS ସଂଘ ସଭାପତି ଜ୍ୟୋତି ମିଶ୍ର । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା…

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହେବା ପରେ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୧୪ ତାରିଖ ଦିନ ଓଡ଼ିଶା ଆସି ପହଞ୍ଚିବେ ରାଷ୍ଟ୍ରପତି ମୁର୍ମୁ। ଏହାପରେ ନିଜ କାର୍ଯ୍ୟକ୍ରମରେ ଯୋଗ ଦେବେ।ଜୁଲାଇ ୧୪ ତାରିଖରେ ଭୁବନେଶ୍ୱର ଏମ୍‌ସ ସମାବର୍ତ୍ତନ…

କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ଭୀମଦାଶପୁର ପଞ୍ଚାୟତର କୁସୁପୁର ଗାଁର ଦେବପ୍ରସାଦ ଦାସଙ୍କ ଘରୁ ୫ଫୁଟର ଏକ ନାଗଶାପ ସହ ୮ଟି ନାଗଛୁଆକୁ ଉଦ୍ଧାର କଲେ Snake Rescue ର ଶୁଭେନ୍ଦୁ ସ୍ୱାଇଁ ।ତାଙ୍କ ସିଡ଼ି…

ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଗଲା । ତେବେ ମହାପ୍ରଭୁଙ୍କ ପବିତ୍ର ବାହୁଡା…

ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଗିରଫ ହୋଇଛନ୍ତି। ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ତେବେ । ଡିସିପି…

ଚିକିତ୍ସା ପାଇଁ ସ୍ବାମୀଙ୍କୁ ନେଇ ପହଞ୍ଚିଥିଲେ କଟକ ଏସସିବି କୁନି ପୁଅକୁ ସାଙ୍ଗରେ ଧରି, ଅନେକ ଦିନ ଚିକିତ୍ସା ପରେ ସ୍ଵାମୀ ସେଠାରେ ମୃତ୍ୟୁ ବରଣ କଲେ, ସ୍ଵେଚ୍ଛାସେବୀଙ୍କ ସହଯୋଗ କ୍ରମେ ନିକଟସ୍ଥ ଶ୍ମଶାନରେ ତାଙ୍କ ସ୍ଵାମୀଙ୍କର…

କଟକ ରାଜେନ୍ଦ୍ର ନଗର ଅଞ୍ଚଳର ଶିବ ଶଙ୍କର ସାହୁ ନିଜ ପୁଅର ବାଇକ୍ କିଣିବା ଜିଦି କୁ ପୂରଣ କରିବା ପାଇଁ ସାଇକେଲ କୁ ବାଇକ୍ ର ରୂପ ଦେଇଛନ୍ତି। ଅବଶ୍ୟ ସାଇକେଲ ଭଳି ପ୍ୟାଡେଲ୍ ରେ…

ଭିଜିଲାନ୍ସ ଜାଲରେ ୩୦୦୦ ଟଙ୍କା ଲାଞ୍ଚ ନେଇ ଫସିଲେ ତାଳଚେର ଥାନା ଏଏସଆଇ ଧରଣୀଧର ରଥ | ଥାନା ଭିତରେ ମାଡି ବସିଲା ଭିଜିଲାନ୍ସ| ଥାନାରୁ ମୁକୁଳିବା ପାଇଁ ନେଉଥିଲେ ଲାଞ୍ଚ ତେବେ ତାଙ୍କ ପୈତୃକ ଘର…