Browsing: ଖାସ୍ ଖବର

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ରହିଛି। ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମଧ୍ୟରେ ସମ୍ବଲପୁର,…

ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଖୋଲିଲା ହୀରାକୁଦ ଗେଟ୍ । ଜଳଭଣ୍ଡାରରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ । ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଛି । ପ୍ରବଳ ବର୍ଷା କାରଣରୁ…

ଅନିଶ୍ଚିତତା ଘେରରେ ପୁରୀ ବିମାନବନ୍ଦର । ଆପତ୍ତି ଉଠାଇଲା କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ । ସ୍ଥଗିତ ରହିଲା ଜଙ୍ଗଲ ଜମି ଅଧିଗ୍ରହଣ ଅନୁମୋଦନ । ୫ହଜାର କୋଟିରୁ ଅଧିକ ଖର୍ଚ୍ଚରେ ଏହାର ନିର୍ମାଣ ହେବାକୁ…

ଆଜି ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ତେବେ ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ ୯୮,୭୩୦ ଟଙ୍କା…

ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୁଲିସ ପ୍ରଶାସନ ପକ୍ଷରୁ ସହରରେ ଟ୍ରାଫିକ କଟକଣା ଜାରି କରାଯାଇଛି। ଚଳିତ ରଥଯାତ୍ରାରେ ଦଳଚକଟା ଟ୍ରାଜେଡି ପାଇଁ ରାଜ୍ୟ ପୁଲିସ ଢ଼େର୍‌ ବଦନାମ ମୁଣ୍ଡାଇଥିଲା । ବାହୁଡ଼ା…

BMC ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଜେଲ୍ ଗଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଡିସିପି ଅଫିସରେ ଆତ୍ମସମର୍ପଣ କରିବା ପରେ ପୋଲିସ ଗିରଫ କରିଛି । ତେବେ ରତ୍ନାକର ସାହୁଙ୍କୁ ଆକ୍ରମଣ…

ପୁରୀ ଶରଧାବାଲିରେ ଘଟିଥିବା ଦଳଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ ପାଖରେ ତଥ୍ୟ…

ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ଏହି ବଡ଼ ଘୋଷଣା କରିଛନ୍ତି । ପୁରୀ ସହରକୁ ନୂଆ…

ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକଶିକ୍ଷୟିତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସ୍ପେସାଲ୍‌ ଓଟିଇଟି) ଆସନ୍ତା ୨୦ ତାରିଖରେ ହେବ । ପୂର୍ବ ବର୍ଷ ଅପେକ୍ଷା ଏଥର ବହୁ ଅଧିକ ଆବେଦନକାରୀ ଥିବାରୁ ପରୀକ୍ଷା ପରିଚାଳନା ବୋର୍ଡ…

ପ୍ରଥମ ଥର ପାଇଁ ଜଣେ ମହିଳା ଭାରତୀୟ ନୌସେନାରେ ଜଣେ ଫାଇଟର ପାଇଲଟ ହୋଇଛନ୍ତି। ସବ-ଲେଫନାଣ୍ଟ ଆସ୍ଥା ପୁନିଆଙ୍କୁ ନୌସେନାରେ ଜଣେ ଫାଇଟର ପାଇଲଟ କରାଯାଇଛି। ସେ ଏପରି କରିବାରେ ପ୍ରଥମ ମହିଳା। ଦେଶ ସୁରକ୍ଷାରେ ନୌସେନାର…

ଛତିଶଗଡ଼ରେ ଡ୍ୟାମ୍ ଓ ବ୍ୟାରେଜଗୁଡ଼ିକରେ ପାଣି ଭର୍ତ୍ତି ହେବା ପରେ ଖୋଲାଯାଇଛି କଲମା ଡ୍ୟାମ୍। ଏଥିଯୋଗୁଁ ବଢୁଛି ହୀରାକୂଦର ଜଳସ୍ତର। ତେଣୁ ରବିବାର । ପୂଜାର୍ଚ୍ଚନା ପରେ ଏ ବର୍ଷ ପ୍ରଥମ ଥର ପାଇଁ ଖୋଲାଯିବ ହୀରାକୁଦ…

ପାଣିପାଗକୁ ନେଇ ବଡ଼ ଖବର । ଚାଷୀଙ୍କୁ ସତର୍କ ସୂଚନା । ପୁଣି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ…