ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଜାରି ରହିଛି। ଏହାରି ଭିତରେ ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି। ନୋଟିଫିକେସନ ପରଠାରୁ ୨୧…
Browsing: ଖାସ୍ ଖବର
ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ନେଇ ଆଡଭୋକେଟ୍ କମିଟି ପ୍ରସ୍ତାବ ଦେଇଛି ।…
ଆଜି ହରିୟାଣା ବିଧାନସଭା ନିର୍ବାଚନ । ସକାଳୁ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେଉଛି । ଏହି ନିର୍ବାଚନରେ ୨ କୋଟିରୁ ଅଧିକ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ।ବିଧାନସଭାର ୯୦ଟି ଆସନ ପାଇଁ…
ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଘରୋଇ ବସ ମାଲିକ ସଂଘ। ଆସନ୍ତା ୭ ଓ ୮ ତାରିଖରେ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବାକୁ ନେଇଛନ୍ତି ନିଷ୍ପତ୍ତି।ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍ ମାଲିକମାନେ ଲକ୍ଷ୍ମୀ ବସ୍ ଚଳାଚଳ…
ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନର ସମ୍ଭାବନାକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଶନିବାର ଏକ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ‘ମିଶନ୍: ମେକ୍ ଇନ୍ ଓଡ଼ିଶା ଫର୍ ଡିଫେନ୍ସ ଇଣ୍ଡଷ୍ଟ୍ରୀ-ଅପର୍ଚୁନିଟିଜ୍ ଗାଲୋର’ ଶୀର୍ଷକ ଏହି ସମ୍ମିଳନୀ…
ଓଡ଼ିଶା ପୋଲିସ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍ରେ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ…
ଓଡିଶା ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲ ଓ ସୁରକ୍ଷାବାହୀନି ମୁହାମୁହିଁ ହୋଇଛନ୍ତି । ଏଥିରେ ସୁରକ୍ଷାବାହୀନି କୁ ମିଳିଛି ବଡ ସଫଳତା | ନାରାୟଣପୁର ଏବଂ ଦାନ୍ତେୱାଡ଼ା ବର୍ଡର ନିକଟରେ ଏହି ଏନକାଉଣ୍ଟର ହୋଇଛି । ସୂଚନା…
ହାଇକୋର୍ଟ ସମେତ ସମସ୍ତ ଆଇନ ଅଦାଲତ ମାନଙ୍କରେ ଖୁବଶୀଘ୍ର ନିଯୁକ୍ତ ହେବେ ସରକାରୀ ଓକିଲ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ବୋଲି କହିଛନ୍ତି ମନମୋହନ ସାମଲ |ଗୁରୁବାର ହାଇକୋର୍ଟ ବାର୍ ସମେତ କ୍ୟାଟ୍ ବାର୍ ଆସୋସିଏସନକୁ…
ଜୁନାଗଡ ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡି ଉପରକୁ ହେଲା ଅଣ୍ଡାମାଡ । ଗୋଲାମୁଣ୍ଡାର ସର୍ବମଙ୍ଗଳା କଲେଜ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ । କଳା ପତାକା ଦେଖାଇ ଗାଡିକୁ ଅମାଡାମାଡ କଲେ କିଛି ଯୁବକ । ତେବେ…
ଶିମିଳିପାଳ ଜଙ୍ଗଲରେ ବୁଲୁଛି କଳା ବାଘ।ବାଘ ବୁଲୁଥିବା ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ଏହି ଭିଡ଼ିଓକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ପିସିସିଏଫ ୱାଇଲ୍ଡ ଲାଇଫ୍ ସୁଶାନ୍ତ ନନ୍ଦ।ଅଭାୟରଣ୍ୟ ଭିତରେ ଦେଶର ପ୍ରଥମ କଳାବାଘ…
ହବିଷ୍ୟାଳୀ ଯୋଜନାରେ ଆସନ୍ତା ୬ ତାରିଖରୁ ଅନଲାଇନ ଆବେଦନ ହେବ ବୋଲି ପୁରୀ ଜିଲ୍ଲାପାଳ କହିଛନ୍ତି । ଆବେଦନ କରିଥିବା ହବିଷ୍ୟାଳୀଙ୍କୁ ସମସ୍ତ ପ୍ରକାର ସୁବିଧା ପାଇବେ। ପ୍ରାୟ ୨୫୦୦ ହବିଷ୍ୟାଳୀଙ୍କ ପାଇଁ ରହଣି ବ୍ୟବସ୍ଥା କରାଯିବ।ଚଳିତବର୍ଷ…
ଆଜି କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା । ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି ।ଦୀର୍ଘଦିନ…