Browsing: ଖାସ୍ ଖବର

ମୋଦୀ ପଠାଇବେ କୃଷକଙ୍କ ଆକାଉଣ୍ଟକୁ ଟଙ୍କା । ୧୭ ତମ କିସ୍ତିର ଅର୍ଥ ରାଶି ପ୍ରଦାନ ସରିଥିବା ବେଳେ ଆସନ୍ତା ୫ ରେ ପୁଣି ମିଳିବ ପିଏମ କିସାନ କିସ୍ତି, ପିଏମ କିସାନ ଯୋଜନାର ଏହା ୧୮…

ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି।ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା କ୍ୟାମେରାରେ ଉଠିଥିବା ୨୮୪ଟି ବାଘର ଫଟୋ, ଫୁଟ୍‌ ପ୍ରିଣ୍ଟ୍‌ ଆଦିରୁ…

ଭୁବନେଶ୍ୱରର ନୂତନ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର ।ଆଇପିଏସ୍‌ ପ୍ରତୀକ ସିଂଙ୍କ ଜାଗା ନେଲେ ପିନାକ ମିଶ୍ର । କିଛି ଦିନ ତଳେ ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ କରିଥିଲେ ।…

ଗତକାଲି ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ପୁଣି ଉପନିର୍ବାଚନ ଲଢିବା ପାଇଁ ଖୋଲା ସଭାରେ ରଣହୁଙ୍କାର ଦେଇଥିଲେ । ଯାହାକୁ ନେଇ ଚର୍ଚ୍ଚା ଲାଗିରହିଥିଲା ଯେ କ’ଣ ପୁଣି ଯାଜପୁର ଲଢିବେ? ତେବେ ଆଜି ଯାଜପୁର…

ଯାଜପୁର ବିଧାନସଭା ଦେଖିପାରେ ଉପନିର୍ବାଚନ, ଇସାରା ଦେଲେ ପୂର୍ବତନ ମନ୍ତ୍ରୀ ଓ ବିଜୁ ଜନତା ଦଳର ପ୍ରଭାବଶାଳୀ ନେତା ପ୍ରଣବ ପ୍ରକାଶ ଦାସ (ବବି)। ସେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି। ଗାନ୍ଧୀ ଜୟନ୍ତୀ…

ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି…

ଗତ ବର୍ଷ ‘ସଙ୍ଗୀତଧାରା’,ନୟାଗଡ଼ ପକ୍ଷରୁ ଆୟୋଜିତ ହୋଇଥିବା ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଅପୂର୍ବ ସଫଳତା ହାସଲ କରିଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୬ ତାରିଖରୁ ପୁନର୍ବାର ଏହି କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି ।…

ବିହାରର ମୁଜାଫରପୁର ଜିଲ୍ଲାର ଓରାଇ ଅଞ୍ଚଳରେ ବନ୍ୟା ରିଲିଫ କାର୍ଯ୍ୟରେ ନିୟୋଜିତ ଭାରତୀୟ ବାୟୁସେନାର ଏକ ହେଲିକପ୍ଟର ବୁଧବାର ଅପରାହ୍ନରେ ବନ୍ୟାଜଳରେ ଜରୁରୀକାଳୀନ ଅବତରଣ କରିଛି। । ବିମାନରେ ଥିବା ଦୁଇ ଜଣ ପାଇଲଟଙ୍କ ସମେତ ତିନି…

ରାଜ୍ୟରେ ଉଚ୍ଚଶିକ୍ଷା ବ୍ୟବସ୍ଥାରେ ଜାତୀୟ ଶିକ୍ଷା ନୀତି -୨୦୨୦ ପ୍ରଣୟନ ନେଇ ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟର ପ୍ରସ୍ତୁତି ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଶାସନ…

ସମଲେଇ ମନ୍ଦିରରେ ରିଲ୍ସ ଓ ଫଟୋ ଉଠାଇବା ମନା । ପ୍ରି ଓ୍ବେଡିଂ ଏବଂ ଅନ୍ୟ ସମସ୍ତ ଭିଡିଓଗ୍ରାଫିରେ କଟକଣା ଲଗାଇଛି ସମଲେଇ ଟ୍ରଷ୍ଟ ବୋର୍ଡ । ମନ୍ଦିରର ପବିତ୍ରତା ଅକ୍ଷୁର୍ଣ୍ଣ ରଖିବା ପାଇଁ ଏଭଳି ନିଷ୍ପତ୍ତି…

ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ।…

ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ ପଦକ୍ଷେପ । ଯେ କେହି ବି ହୁଅନ୍ତୁ, ତାଙ୍କ ବିରୋଧରେ ନିଆଯିବ ଦୃଢ କାର୍ୟ୍ୟାନୁଷ୍ଠାନ। ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ…