Browsing: ଖାସ୍ ଖବର

‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତିକ୍ଷୀତ ମିଶନର ନାମ ଭେନସ ଅର୍ବିଟର ମିଶନ । ରହିଥିବାବେଳେ ଏଥିପାଇଁ ଭାରତ…

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବୁଧବାର ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। କ୍ରମଶଃ ଏହା ପଶ୍ଚିମ ଉତ୍ତର…

ଆଇପିଏସ ସ୍ତରରେ ଛୋଟ ବଦଳି । ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନୋଟିଫିକେସନ । । ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି । ପୂର୍ବରୁ ବିନୋଦ ପାଟିଲ୍‌ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ…

ବିଜେଡି ସଙ୍ଗଠନକୁ ସୁଦୃଢ କରିବା ନିମନ୍ତେ ପ୍ରୟାସ ଆରମ୍ଭ ହୋଇଛି। ସାଧାରଣ ନିର୍ବାଚନରେ ଦଳର ପରାଜୟ ପରେ କିଭଳି ଭାବେ ପୁର୍ନବାର ଦଳ ଲୋକଙ୍କ ଆସ୍ଥାଭାଜନ ହୋଇପରିବ , ତାକୁ ଦୃଷ୍ଟିରେ ରଖି ଆଜିଠାରୁ ବିଜେଡି ଜନସମ୍ପର୍କ…

ମହାରାଷ୍ଟ୍ରର ପୁଣେରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଭଧାନ ବୁଡ୍ରୁକ ଗ୍ରାମ ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଗାଁ ଲୋକେ ସ୍ଥାନୀୟ ପୁଲିସକୁ ଖବର ଦେଇଥିଲେ। ହେଲିକପ୍ଟରରେ…

କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ବ୍ରତ ପାଳନ ନିମନ୍ତେ ରାଜ୍ୟ ସରକାର ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କରିଛନ୍ତି। ହବିଷ୍ୟାଳି ମା’ମାନଙ୍କ ପାଇଁ ଦୀର୍ଘ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳି…

ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ଅନ୍ୟପଟେ କିନ୍ତୁ ଜିଲ୍ଲାର ପୁରୁଣା ବଜାର , ଧାମନଗର ଓ ଦୋବଲ୍ ରେ ଅନିର୍ଦ୍ଧିଷ୍ଟ କାଳ…

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ। ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ସବୁଜ ବଦଳରେ ବାଦାମୀ ରଙ୍ଗର ଡ୍ରେସ୍ ପିନ୍ଧିବେ। ତେବେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ସମସ୍ତଙ୍କୁ ଡ୍ରେସ ମିଳିବ। ଏହା…

କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କିଆପଦର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ (କସ୍ତୁରବା ଗାନ୍ଧୀ) ବିଦ୍ୟାଳୟର ଛାତ୍ରୀ ନିବାସରେ ଛାତ୍ରୀ ମାନଙ୍କୁ ସରକାର ଙ୍କ ତରଫରୁ ଯୋଗାଇ ଦିଆଯାଉଥିବା କଷ୍ଟମେଟିକ୍ସ ସାମଗ୍ରୀ ଠାରୁ ଆରମ୍ଭକରି…

ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଦୀର୍ଘଦିନ ଧରି ଏକାନ୍ତ ରହିବା ପରେ ଏକ ମାଈ କଲରାପତରିଆ ବାଘ ପାଖରେ ତାକୁ ଅନ୍ଯ ଖୁଆଡରେ ଛଡାଯାଇଛି । ଏଠାରେ ପୂର୍ବରୁ ରହିଥିବା ଏକ…

ଅକ୍ଟୋବର ମାସ ୧ ତାରିଖଭୋର ସମୟରେ ରାଜ୍ୟ ତଥା ଦେଶର କେତେକ ସ୍ଥାନରେ ଅଳ୍ପସମୟ ପାଇଁ ‘ସି/୨୦୨୩ ଏ-୩’ ଧୂମକେତୁ ସାଧାରଣ ଦୂରବୀକ୍ଷଣ ଓ ବାଇନାକୁଲାର୍‌ରେ ଦେଖାଯାଇଛି।ଏହାର ଫଟୋ ମଧ୍ୟ ନିଆଯାଇଛି।ସି/୨୦୨୩ ଏ-୩’ଧୂମକେତୁଟିଅକ୍ଟୋବର ମାସ ୧୫ ରୁ…

ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୁଷ୍କର୍ମକାରୀକୁ ସମ୍ବଲପୁର ସ୍ୱତନ୍ତ୍ର ପକ୍ସୋ କୋର୍ଟ ଫାଶି ଦଣ୍ଡ ଶୁଣାଇଛନ୍ତି। ସମ୍ବଲପୁର ଜମନକିରା ଥାନା ଅନ୍ତର୍ଗତ କସଡ଼ା ଗ୍ରାମରେ ଗତ ୨୦୨୨ ମସିହାରେ ଜଣେ ନାବାଳିକାଙ୍କୁ ସେହି ଗ୍ରାମର ପ୍ରଶାନ୍ତ…