Browsing: ଖାସ୍ ଖବର

ଦୁର୍ଗାପୂଜା ସମୟରେ ଭାରତକୁ ୩ ହଜାର ଟନ ଇଲିସି ମାଛ ରପ୍ତାନୀ ହେବ ବୋଲି ବାଂଲାଦେଶ ଅନ୍ତରୀଣ ସରକାର ଶନିବାର ଘୋଷଣା କରିଛନ୍ତି। ଏ ନେଇ ସରକାର ତାଙ୍କ ପୂର୍ବ ନିଷ୍ପତ୍ତିକୁ ସଂଶୋଧନ କରିଛନ୍ତି।ଫଳରେ ବାଂଲାଦେଶରୁ ଏଣିକି…

ଚନ୍ଦ୍ରୟାନ-୩ ମିଶନର ପ୍ରଜ୍ଞାନ ରୋଭର ଚନ୍ଦ୍ରପୃଷ୍ଠରେ ୧୬୦ କି.ମି. ଓସାରର ଏକ ପୁରାତନ ଗର୍ତ୍ତ ଠାବ କରିଛି। ଚନ୍ଦ୍ର ଦକ୍ଷିଣ ମେରୁ ଐତ୍‌କେନ ବେସିନ୍‌ଠାରୁ ପ୍ରାୟ ୩୫୦ କି.ମି. ଦୂରରେ ଏହି ଗର୍ତ୍ତ ରହିଛି। ‘ଇଣ୍ଡିଆ ଟୁଡେ’…

ରବିବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ତଥା ଅନେକ ଜିଲାର ଆରକ୍ଷୀ ଅଧ୍ୟକ୍ଷ(ଏସ୍‌ପି) ଙ୍କୁ ମଧ୍ୟ ପରିବର୍ତ୍ତନ କରିଛନ୍ତି।ବଦଳିଛନ୍ତି କଟକ-ଭୁବନେଶ୍ୱର ପୋଲିସ କମିଶନର…

ଏଥର ଦୁର୍ଗାପୂଜାରେ ଡିଜେ, ମଦ ଓ ପ୍ଲାଷ୍ଟିକ୍ ମୁକ୍ତ ଦୁର୍ଗାପୂଜାକୁ ଗୁରୁତ୍ୱ ଦିଆଯାଇଛି । ତା ସହିତ ପୂଜା କମିଟି ମଧ୍ୟ ବଟି ମାଗିଲେ ବନ୍ଧା ହେବେ |ପୂଜାକୁ ମଦମୁକ୍ତ ଓ ପ୍ଲାଷ୍ଟିକ ମୁକ୍ତ କରିବାକୁ ଦିଆଯାଇଛି…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍‌ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ ନ ଥିଲା। ୨୦୨୦ ପରଠୁ ବନ୍ଦ ଥିବା ପରୀକ୍ଷା ଫି’…

ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି କିଛି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଶିଳ୍ପ ଅଂଚଳରେ ଖଣି ମାଫିଆ ଓ ବ୍ୟବସାୟୀଙ୍କ ହାତବାରିସୀ ସାଜି ବିଭିନ୍ନ ପ୍ରକାରର ଅଣପୁଲିସ…

ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ୱାର୍ଡ ନମ୍ୱର-୪୫ର ଶବର ସାହି ଚିତ୍ର ଭୟଙ୍କର ରହିଛି। ଡ୍ରେନ୍‌ କାମ ଅଧାରେ ପଡ଼ିଥିବାରୁ ଲୋକମାନେ ନାହିଁନଥିବା ଅସୁବିଧାରେ ପଡ଼ୁଛନ୍ତି। ଏଥିପାଇଁ ଡ୍ରେନ୍ ପାଇଁ ୱେରେଜ୍ ଲାଇନ୍‌ରେ ପଶୁଛି। ଫଳରେ ଘର ଭିତରେ…

ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପାଳନ କରୁନି ବୁର୍ଲା ଭିମସାର । ନିୟମ ଉଲ୍ଲଂଘନ ପାଇଁ ଜରିମାନା କରିଛି ସିପିସିବି । ଦିନକୁ ୩ ହଜାର ଟଙ୍କା ହିସାବରେ ୧୧ ଲକ୍ଷ ୨୨ ହଜାର ଟଙ୍କା ଜୋରିମାନା କରାଯାଇଛି…

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ପଦର ଅତିରିକ୍ତ ଦାୟିତ୍ବରୁ ଅବ୍ୟାହତି ନେବା ପରେ ତାଙ୍କୁ ଏହି ଦାୟିତ୍ୱ ମିଳିଛି। ବିଜୁ ପଟ୍ଟନାୟକ ରାଜ୍ୟ…

ଲୋକଙ୍କ ମନରେ ସୁଭଦ୍ରା ଯୋଜନାକୁ ଲାଗି ରହିଥିବା ଦ୍ୱନ୍ଦକୁ ଦୂର କରିବା ପାଇଁ ଯାଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତା ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ପାଇଁ ପଞ୍ଜିକରଣ ଓ ଆବେଦନ…