Browsing: ଖାସ୍ ଖବର

ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦  ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ…

ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା କରାଯାଇଛି। ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି। ତେବେ ଖାଦ୍ୟ ନିରାପତ୍ତା ଟିମ୍‌ଗୁଡ଼ିକ ଖାଦ୍ୟ…

ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ,…

ଇଣ୍ଡୋନେସିଆ ସମେତ ଅନେକ ଦେଶରେ ଜ୍ୱାଳାମୁଖୀ ଫାଟିବାର ଖବର ଶୁଣିଥିବେ। କ’ଣ ଆପଣ ଜାଣଛନ୍ତି କି ଭାରତରେ ମଧ୍ୟ ଏକ ଜ୍ୱାଳାମୁଖୀ ଅଛି, ଯାହା ସକ୍ରିୟ ଅଛି ଓ ଏହାର ଫାଟିବା ବିଷୟରେ ସତର୍କୀକରଣ ଜାରି କରାଯାଇଛି।…

ବିଜେଡିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାରଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇ ଅଡୁଆରେ ବିଜେପି ବିଧାୟକ ସନ୍ତୋଷ ଖଟୁଆ । ଏନେଇ ଲେଖାଶ୍ରୀଙ୍କ ଅଭିଯୋଗ ପରେ ସନ୍ତୋଷ ଖଟୁଆଙ୍କ ନାମରେ ମାମଲା ରୁଜୁ କରିଛି ଭୁବନେଶ୍ୱର…

ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍‌ର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗାଁରେ ଥିବା ଷଷ୍ଠ ଶତାବ୍ଦୀର ସ୍ୱପ୍ନେଶ୍ୱର ମହାଦେବ ମନ୍ଦିରକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରାଯାଇଛି ।ସୂଚନା ଯୋଗ୍ୟକି…

ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ନବୀନ । ସୂଚନା ଦେଲେ ନବୀନଙ୍କ ରାଜନୈତିକ ସଚିବ । ମୁମ୍ବାଇ କୋକିଳାବେନ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସର୍ଭିକାଲ ଆର୍ଥାଇଟିସର ହୋଇଛି ଅସ୍ତ୍ରୋପଚାର ।ତେବେ ଡିସଚାର୍ଜ ହେବା ପରେ ସେ…

ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଳକ ଶରଣ ଶ୍ରୀକ୍ଷେତ୍ରରୁ ପୁରୀ ଶ୍ରୀକ୍ଷେତ୍ର ଧାମର ରଥାରୂଢ ପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ନିକଟକୁ ଯାଉଛି ତୁଳସୀ ମାଳ, ପଦ୍ମମାଳ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ତ୍ରିନିଦାଦ ଏବଂ ଟୋବାଗୋ ଗସ୍ତରେ ଅଛନ୍ତି। ରାତ୍ରୀଭୋଜନ ସମୟରେ, ପ୍ରଧାନମନ୍ତ୍ରୀ ରାଣା ମୋହିପଙ୍କୁ ଭେଟିଥିଲେ। ସେ କିଛି ବର୍ଷ ପୂର୍ବେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀରେ ‘ବୈଷ୍ଣବ ଜନ ତୋ’…

ରେଳଗାଡ଼ିରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଖୁସିଖବର | ଭାରତୀୟ ରେଳପଥ ଏଣିକି ଟ୍ରେନ ଭିତରେ ୮୦ ଟଙ୍କାରେ ଶାକାହାରୀ ମିଲ୍ ଓ ଷ୍ଟେସନରେ ୭୦ ଟଙ୍କାରେ ଶାକାହାରୀ ମିଲ୍ ଯୋଗାଇ ଦେବ । ଏ ନେଇ…

ଋଣ ଗ୍ରହୀତାଙ୍କୁ ଖୁସି ଖବର ଦେଇଛି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) । ଏଣିକି ନିର୍ଦ୍ଧିଷ୍ଟ ଅବଧି ଆଗରୁ ଯଦି କୌଣସି ବ୍ୟକ୍ତି ବିଶେଷ ଋଣ ସୁଝନ୍ତି ତେବେ ତାଙ୍କ ଉପରେ ବ୍ୟାଙ୍କ କିମ୍ବା ଆର୍ଥିକ…

ସରିଲା ଆଡ଼ପମଣ୍ଡପ ଲୀଳା । ଭାଇ, ଭଉଣୀଙ୍କୁ ଧରି ବାହୁଡ଼ିବେ କାଳିଆ ସାଆନ୍ତେ । ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ଅପେକ୍ଷା କରିଛନ୍ତି ତିନି ରଥ । ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ବନୀରେ ବଡ଼ଦାଣ୍ଡ ଆଧ୍ୟାତ୍ମିକ…