Browsing: ଖାସ୍ ଖବର

ୟୁକ୍ରେନ ଉପରେ ରୁଷର ବଡ ଆକ୍ରମଣ । ୟୁକ୍ରେନର ପ୍ରମୁଖ ସହର ଉପରେ ଜୋରଦାର ଆକ୍ରମଣ କରିଛି ରୁଷ । ମଧ୍ୟ ରାତ୍ରିରେ ରାଜଧାନୀ କିଭ ସମତେ ଅନ୍ୟ କିଛି ଅଂଚଳରେ ମିସାଇଲ ଓ ଡ୍ରୋନ ଆକ୍ରମଣ…

ରାଜ୍ୟ ବିଜେପିକୁ ମିଳିବ ନୂଆ ମଙ୍ଗୁଆଳ। ତେଣୁ ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ। ଆସନ୍ତା ୬ରେ ପ୍ରକାଶ ପାଇବ ବିଜ୍ଞପ୍ତି। ଆଉ ୭ ତାରିଖରେ ନାମାଙ୍କନ ଭରିବେ ସଭାପତି ଆଶାୟୀ ପ୍ରାର୍ଥୀ।ଜୁଲାଇ…

ତେଲେଙ୍ଗାନାର ଫାର୍ମାସିଟିକାଲ କମ୍ପାନି ବିସ୍ପୋରଣରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରାଯାଇଛି ।…

ଭୁବନେଶ୍ୱରକୁ ପଣସର ମୁଖ୍ୟ ପେଣ୍ଠସ୍ଥଳ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଏଥିପାଇଁ ରାଜଧାନୀ ଉପକଣ୍ଠ ଡେରାସ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ମୋଟ ୫ ହେକ୍ଟର ଜମିରେ ୨ ହଜାର ଉନ୍ନତମାନର…

ପୁରୀ ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି । ଆଜି ନବମୀ ସନ୍ଧ୍ୟା ଦର୍ଶନ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ ।ଜନସମୁଦ୍ର ହୋଇଯାଇଛି…

ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର…

ଜଗା ପ୍ରଧାନଙ୍କ ଗିରଫ ସହ ଆନ୍ଦୋଳନ ପ୍ରତ୍ୟାହାର କଲା OAS ସଂଘ । ଏନେଇ ସୂଚନା ଦେଇଛନ୍ତି OAS ସଂଘ ସଭାପତି ଜ୍ୟୋତି ମିଶ୍ର । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା…

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହେବା ପରେ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୧୪ ତାରିଖ ଦିନ ଓଡ଼ିଶା ଆସି ପହଞ୍ଚିବେ ରାଷ୍ଟ୍ରପତି ମୁର୍ମୁ। ଏହାପରେ ନିଜ କାର୍ଯ୍ୟକ୍ରମରେ ଯୋଗ ଦେବେ।ଜୁଲାଇ ୧୪ ତାରିଖରେ ଭୁବନେଶ୍ୱର ଏମ୍‌ସ ସମାବର୍ତ୍ତନ…

କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ଭୀମଦାଶପୁର ପଞ୍ଚାୟତର କୁସୁପୁର ଗାଁର ଦେବପ୍ରସାଦ ଦାସଙ୍କ ଘରୁ ୫ଫୁଟର ଏକ ନାଗଶାପ ସହ ୮ଟି ନାଗଛୁଆକୁ ଉଦ୍ଧାର କଲେ Snake Rescue ର ଶୁଭେନ୍ଦୁ ସ୍ୱାଇଁ ।ତାଙ୍କ ସିଡ଼ି…

ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଗଲା । ତେବେ ମହାପ୍ରଭୁଙ୍କ ପବିତ୍ର ବାହୁଡା…

ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଗିରଫ ହୋଇଛନ୍ତି। ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ତେବେ । ଡିସିପି…