ଭାରତ ସରକାରଙ୍କ ଦ୍ୱାରା ପ୍ରକାଶିତ ପରଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ-୨.୦) ରିପୋର୍ଟ ଅନୁଯାୟୀ, ସ୍କୁଲ ଗ୍ରେଡିଂ ସିଷ୍ଟମରେ ଓଡ଼ିଶା ଜାତୀୟ ସ୍ତରରେ ୫ମ ସ୍ଥାନ ହାସଲ କରିଛି। ପିଜିଆଇ-୨.୦ ଦୁଇଟି ବର୍ଗରେ ୭୩ଟି ସୂଚକ ମାଧ୍ୟମରେ ସ୍କୁଲ…
Browsing: ଖାସ୍ ଖବର
ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । କାରଣ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ ।ଏନେଇ ଡ୍ୟାମ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି…
ମଧ୍ୟପ୍ରଦେଶର ଛତରପୁର ଜିଲାର ପ୍ରସିଦ୍ଧ ବାଗେଶ୍ୱର ଧାମ୍ ଆଶ୍ରମ ପରିସରରେ ବଡ଼ ଅଘଟଣ ଘଟିଛି। ବାବାଙ୍କ ଜନ୍ମଦିନ ଲାଗି ପ୍ରସ୍ତୁତି ଚାଲିଥିବା ବେଳେ ଏକ ତମ୍ବୁ ଭୁଶୁଡ଼ି ପଡ଼ିବା ଯୋଗୁ ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି…
ବନ୍ୟା ଅଞ୍ଚଳରେ କାମ କରିବେ ଓଏଏସ୍ ଅଧିକାରୀ । ବୈଠକ ପରେ ସଙ୍ଘ ପକ୍ଷରୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି ।ରଥଯାତ୍ରାରେ ମଧ୍ୟ ନିଜ କାର୍ଯ୍ୟ ସମ୍ପାଦନ ମଧ୍ୟ କରିବେ ବୋଲି ସଙ୍ଘ କହିଛି । ଆଜି ସଂଘ…
ରତ୍ନଭଣ୍ଡାର ମରାମତି କାର୍ଯ୍ୟ ତଦାରଖ କଲେ ଗଜପତି ମହାରାଜା। ଆଜି ଗଜପତି ମହାରାଜା ଦିବ୍ୟ ସିଂହଦେବ ରତ୍ନଭଣ୍ଡାର କାର୍ଯ୍ୟ ତଦାରଖ କରି ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା କହିଛନ୍ତି। ନୀଳାଦ୍ରି ବିଜେ ସୁଦ୍ଧା ମରାମତି ସମ୍ପୂର୍ଣ୍ଣ ହୋଇଯିବ ବୋଲି…
ଗତକାଲି ଦୁଇ ରଥ ଦକ୍ଷିଣ ମୋଡ଼ କରାଯାଇଥିବା ବେଳେ ଆଜି ସକାଳ ୯ ସମୟରେ ନନ୍ଦିଘୋଷ ରଥକୁ ଦକ୍ଷିଣମୋଡ଼ କରାଯାଇ ସରଧାବାଲି ନାକଚଣା ଦ୍ୱାରରେ ଲଗାଯାଇଛି । ରଥ ବିଜେ ପାଇଁ ଶରଧାବାଲିକୁ ପରିଷ୍କାର ପରିଚ୍ଛନ୍ନ କରାଯାଇ…
୨ ଜୁଲାଇ,୨୦୨୫ ବିଗତ ଜୁଲାଇ ୧ ତାରିଖରେ ତେଲେଙ୍ଗାନା ରାଜ୍ୟର ସଙ୍ଗାରେଡ୍ଡୀ ଜିଲ୍ଲା ସ୍ଥିତ ସିଗାଚୀ ଫାର୍ମା କମ୍ପାନୀରେ ଘଟିଥିବା ଦୁର୍ଘଟଣାରେ ଏଯାବତ୍ ଓଡ଼ିଶାର ୪ଜଣ ବ୍ୟକ୍ତି ମୃତ୍ୟୁ ବରଣ କରିଥିବାବେଳେ ୫ଜଣ ବ୍ୟକ୍ତି ନିଖୋଜ ରହିଥିବାର…
IAS ବିଷ୍ଣୁପଦ ସେଠୀଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି । ଆସନ୍ତା ୮ ତାରିଖ ଯାଏଁ ତାଙ୍କ ବିରୁଦ୍ଧରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ହୋଇପାରିବ ନାହିଁ ବୋଲି ଆଜି ହାଇକୋର୍ଟ ନିର୍ଦେଶ ଦେଇଛନ୍ତି।ବିଷ୍ଣୁପଦଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ…
କଟକ ଛତ୍ରବଜାରରେ ଜଣେ ମହିଳା ହୋମ୍ଗାର୍ଡଙ୍କୁ ଏକ ଟ୍ରକ୍ ଧକ୍କା ଦେବାରୁ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ହୋମ୍ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ଡ୍ୟୁଟି ସାରି ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ…
ବିଶ୍ୱବିଖ୍ୟାତ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ସୁଦର୍ଶନ ପଟ୍ଟନାୟକଙ୍କ ‘ଏକ୍ସ’ ହ୍ୟାକ୍ କରିଛନ୍ତି ସାଇବର ଅପରାଧୀ । ୫ ଦିନ ହେବ ପୂର୍ବର ଟ୍ୱିଟର ଓ ଏକ୍ସ ହ୍ୟାକ୍ ହୋଇଛି । ଏ ନେଇ ସେ…
ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮,…
ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ୩…