ପୁରୁଣା ଗାଡିକୁ ପେଟ୍ରୋଲ ମନା। ପ୍ରଦୂଷଣ ରୋକିବାକୁ ଦିଲ୍ଲୀ ସରକାର ଏକ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜିଠୁ ପେଟ୍ରୋଲ ପମ୍ପରେ ପୁରୁଣା ଗାଡିକୁ ମିଳିବନି ତେଲ। ଏଣ୍ଡ-ଅଫ୍-ଲାଇଫ୍ ଭେଇକିଲ୍ ଅଧିନରେ ଦିଲ୍ଲୀ ସରକାର ପୁରୁଣା ଗାଡ଼ିଗୁଡିକୁ…
Browsing: ଖାସ୍ ଖବର
ଘସିପୁରା ତହସିଲଦାର ଅଭୟ ସ୍ୱାଇଁଙ୍କୁ କାରଣ ଦର୍ଶାଅ ନୋଟିସ କଲା ରାଜସ୍ୱ ବିଭାଗ। ଲୋକଙ୍କୁ ବାହାରେ ଚପଲ ରଖି ତହସିଲ ଭିତରକୁ ଆସିବାକୁ ଅଫିସ୍ ବାହାରେ ନୋଟିସ୍ ଲଗାଇଥିଲେ ତହସିଲଦାର । ଲୋକଙ୍କୁ ବସାଇବାକୁ ଚୌକି ଦେଉନଥିଲେ…
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସେଣ୍ଟର ଫର୍ ରେଲୱେ ଇନ୍ଫରମେସନ୍ ସିଷ୍ଟମର ୪୦ତମ ପ୍ରତିଷ୍ଠା ଦିବସ ସମାରୋହରେ ‘RailOne’ ଆପ୍ ଲଞ୍ଚ କରିଛନ୍ତି । ଏହି ଆପ୍ ପ୍ଲେଷ୍ଟୋର ଏବଂ iOS ଆପ୍ ଷ୍ଟୋର ଉଭୟରେ ଉପଲବ୍ଧ ହେବ…
ବଦଳିଲା ରାହୁଲ ଗାନ୍ଧୀଙ୍କ ଗସ୍ତ ତାରିଖ। ୯ ନୁହେଁ ୧୧ତାରିଖରେ ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ରହୁଲ ଗାନ୍ଧୀଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ ଓ ଏଆଇସିସି ସାଧାରଣ ସମ୍ପାଦକ କେସି ବେନୁଗୋପାଳ…
ଏଲନ ମସ୍କ ଟ୍ରମ୍ପଙ୍କ ବିଗ୍ ବିୟୁଟିଫୁଲ୍ ବିଲ୍ ବିପକ୍ଷରେ ଲଗାତର ସ୍ୱର ଉତ୍ତୋଳନ କରୁଛନ୍ତି ଏବଂ ବିଲ୍କୁ ବିରୋଧ କରୁଛନ୍ତି। ଏବେ ଲାଗୁଛି ଟ୍ରମ୍ପଙ୍କ ଧୈର୍ଯ୍ୟର ସୀମା ମଧ୍ୟ ଲଙ୍ଘି ଯାଇଛି ଏବଂ ସେ ବି ମସ୍କଙ୍କୁ…
ରୋଗୀକୁ ଆଣିବାକୁ ଯାଇ ଅଧା ରାସ୍ତାରେ ଫସିଲା ଆମ୍ବୁଲାନ୍ସ ।ଗାଁ କୁ ଯାତାୟାତ ପାଇଁ ଭଲ ରାସ୍ତାଟିଏ ନଥିବାରୁ ରୋଗୀ ମରଣ ମୁହଁକୁ ଟାଣି ହେଉଛନ୍ତି ।ମାଲକାନଗିରି ଜିଲ୍ଲା ନାକାମାମୁଡ଼ି ପଞ୍ଚାୟତ ଅନ୍ତର୍ଗତ କରକାଗୁଡାର । ଗର୍ଭବତୀ…
ଓଡିଶାର କ୍ରାଇମ୍ ବ୍ରାଞ୍ଚ ସୋସିଆଲ ମିଡିଆ ଟିମ୍ ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଦ୍ୟାବଧି କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍ ୟୁନିଟ୍ ୨୩ ନକଲି ହୋଟେଲ ୱେବସାଇଟ୍ ଚିହ୍ନଟ କରିବା ସହ ସେଗୁଡ଼ିକୁ ବ୍ଲକ…
ନୟାଗଡ ଜିଲ୍ଲା ମୂଖ୍ଯ ଚିକିତ୍ସାଳୟରେ ଗତକାଲି ୪ଘଣ୍ଟା ଧରି ଲାଇଟ୍ ନଥିବାରୁ ମୋବାଇଲ୍ ଟର୍ଚ୍ଚ ଲାଇଟ୍ ରେ ଚିକିତ୍ସା ଚାଲୁଥିବା ଦେଖିବାକୁ ମିଳିଛି ।ଏହାସହିତ ରୋଗୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଅପରାହ୍ନ ୪ଟାରୁ ଜିଲ୍ଲା…
ମଣିଷ ରୋବୋଟ ଦେଖିଥିବେ, କିନ୍ତୁ ଏବେ ଦେଖିବାକୁ ମିଳିବ ଆକର୍ଷଣୀୟ ରୋବୋଟିକ୍ ଡଗ୍। ଏହି ଡଗ୍ ମେସିନ ସାହାଯ୍ୟରେ ବର୍ତ୍ତମାନ ଲୋକଙ୍କ ମନୋରଞ୍ଜନ କରାଇବ। ଏହି ଡଗ୍କୁ ବର୍ତ୍ତମାନ ଯାଜ୍ଞସେନୀ ଅପେରା ଯାତ୍ରା ପେଣ୍ଡାଲରେ ଲୋକଙ୍କୁ ଏଣ୍ଟରଟେନ…
ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି। ଏତଦ୍ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ…
ଯାଜପୁର ଜିଲ୍ଲା ବଡ଼ଚଣା ଥାନାରେ ଏକ ଘଟଣା ଘଟିଛି ।ପ୍ରେମୀଯୁଗଳଙ୍କ ବାହାଘର କରାଇଲେ ଥାନା ଅଧିକାରୀ । ଉଭୟଙ୍କ ଭଲ ପାଇବାକୁ ଗ୍ରହଣ କରିନଥିଲେ ପରିବାର । ଦୁହେଁ ଘର ଛାଡି ଚାଲି ଯାଇଥିଲେ । ପୋଲିସ…
ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ବୁଧବାର ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଦଳୀୟ କାର୍ଯ୍ୟାଳୟରେ ଭେଟିଛନ୍ତି। ସେ…