ଭିଜିଲାନସ ଜାଲରେ ପୋଲିସ ବାବୁ । ମହଙ୍ଗା ପଡିଲା ମଦ ବ୍ୟବସାୟୀଙ୍କୁ ଲାଞ୍ଚ ମାଗିବା । ୪୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଆଇଆଇସି । ଭୁବନେଶ୍ବର ରାଜମହଲ ଛକରେ କଟକ CRRI ଥାନାଧିକାରୀ ବିଜୟ କୁମାର ବାରିକଙ୍କୁ ଲାଞ୍ଚ ଟଙ୍କା ସହ ଧରିଲା ଭିଜିଲାନ୍ସ । IICଙ୍କ ୨ଟି ଠିକଣାରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ।
