ସୁଭଦ୍ରା ଟଙ୍କା ମିଳିବା ତାରିଖରେ ହେଲା ପରିବର୍ତ୍ତନ । ଏଣିକି ନୂଆ ହିତାଧିକାରୀଙ୍କୁ ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଟ୍ବିଟ କରି କୁହାଯାଇଛି। ସୁଚନା ମୁତାବକ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାନୁଆରୀ ୧୮ ରେ ନୂତନ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ କିନ୍ତୁ ଏବେ ସମୟ ବଦଳା ଯାଇଛି। ହିତାଧିକାରୀ ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ନୂଆ ହିତାଧିକାରୀଙ୍କୁ ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା
By madhulekha1 Min Read
