Browsing: ଖେଳ

ଆଇପିଏଲ୍ ୨୦୨୫ରେ ଦମଦାର ପ୍ରଦର୍ଶନ କରି ପ୍ଲେଅଫକୁ ଯାଇଥିବା ଗୁଜରାଟ ଟାଇଟନ୍ସ ଏଲିମିନେଟର ମ୍ୟାଚରୁ ବାଦ୍ ପଡିଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ବରେ ମୁମ୍ବାଇ ଇଣ୍ଡିଆନ୍ସ ଗୁଜରାଟକୁ ୨୦ ରନରେ ପରାସ୍ତ କରିଛି । ଗୁଜରାଟକୁ ପରାସ୍ତ…

ଆଇପିଏଲ୍ ୨୦୨୫ରେ ପ୍ଲେଅଫ୍ ପାଇଁ ନୂଆ ଭେନ୍ୟୁ ଘୋଷଣା କରିଛି ବିସିସିଆଇ । ଏହାସହ ଫାଇନାଲ୍ ଖେଳାଯିବାକୁ ଥିବା ଷ୍ଟାଡିୟମ ମଧ୍ୟ ପରିବର୍ତ୍ତନ କରିଛି ।ଜୁନ ୩ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଡି ଷ୍ଟାଡିୟମରେ ଏହି ମ୍ୟାଚ୍…

ଆଜିଠୁ ପୁଣି ଆଇପିଏଲ୍‌‌ ମ୍ୟାଚ ଆରମ୍ଭ କରାଯିବ। ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷେ୍ମø, ମୁମ୍ବାଇ, ଅହମ୍ମଦାବାଦରେ ମ୍ୟାଚ…

ନିଜ ରେକର୍ଡ ଭାଙ୍ଗିଲେ ନୀରଜ ଚୋପ୍ରା । ଦୋହା ଡାଇମଣ୍ଡ ଲିଗ୍‌ରେ ୯୦.୨୩ ମିଟର୍ ଜାଭେଲିନ୍ ଥ୍ରୋ’ କରି କ୍ୟାରିଅର୍‌ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି ଦୁଇଥରର ଅଲିମ୍ପିକ୍ସ ପଦକ ବିଜେତା ।ନୀରଜ ନିଜର ଜାଭେଲିନ କ୍ୟାରିୟରରେ ପ୍ରଥମ…

ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏକ ସପ୍ତାହ ସ୍ଥଗିତ ରହିବା ପରେ ଏହାକୁ ପୁନଃ ଆରମ୍ଭ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ବିସିସିଆଇ। ଚଳିତମାସ ୧୬ (ଶୁକ୍ରବାର)ଠାରୁ ଆଇପିଏଲ୍‌ ଆରମ୍ଭହେବ। ଏହାର ଫାଇନାଲ ମ୍ୟାଚ୍‌ ନିର୍ଦ୍ଧାରିତ ଦିନର…

ଭାରତୀୟ କ୍ରିକେଟ ଟିମର ପୂର୍ବ ଅଧିନାୟକ ବିରାଟ କୋହଲି ଟେଷ୍ଟ୍ କ୍ରିକେଟରୁ ସନ୍ନ୍ୟାସ ନେବାର ଗୋଟିଏ ଦିନ ପରେ ଉତ୍ତରପ୍ରଦେଶର କୃଷ୍ଣନଗରୀ ବୃନ୍ଦାବନରେ ପହଞ୍ଚିଥିଲେ । କୋହଲିଙ୍କ ସହ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମଧ୍ୟ ବୃନ୍ଦାବନ…

ଯାହା ଆଶଙ୍କା କରାଯାଉଥିଲା, ତାହା ସତ ହେଲା। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି।ରାଟ କୋହଲି ସୋସିଆଲ ମିଡିଆରେ ତାଙ୍କ ଅବସର ବିଷୟରେ ସୂଚନା ଦେଇଛନ୍ତି। ଗତ ୧୪ ବର୍ଷ…

ଆଇପିଏଲ ୨୦୨୫ ର ବାକିଥିବା ମ୍ୟାଚ ଚଳିତ ମାସ ୧୬ ତାରିଖରୁ ଆରମ୍ଭରୁ ହୋଇପାରେ । ଏହାସହ ଚଳିତମାସ ୩୦ ତାରଖରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇପାରେ ବୋଲି ବିସିସିିଆଇ ସୂଚନା ଦେଇଛି । IPL ୨୦୨୫…

ପାକିସ୍ତାନ ମଧ୍ୟରେ ଜାରି ଯୁଦ୍ଧସ୍ଥିତି ମଧ୍ୟରେ ଭାରତ ସରକାର ଟେରିଟୋରିଆଲ ଆର୍ମିଙ୍କୁ ସକ୍ରିୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଅଧିସୂଚନା ଜାରି କରି ସରକାର ନିର୍ଦ୍ଦେଶ ଦେଇଛନ୍ତିି, ଭାରତୀୟ ସ୍ଥଳସେନା ପ୍ରମୁଖ ଉପେନ୍ଦ୍ର ଦ୍ୱିବେଦୀଙ୍କୁ ଟେରିଟୋରିଆଲ ଆର୍ମି…

ରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ଏବଂ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୫ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରାଯାଇଛି। ବିସିସିଆଇ (ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ) ଏବଂ…

ଆଇପିଏଲ ଚାଲିଥିବା ବେଳେ କେଏଲ ରାହୁଲଙ୍କ ଘରକୁ କୁନି ଅତିଥି ଆସିଛନ୍ତି । ପତ୍ନୀ ତଥା ଅଭିନେତ୍ରୀ ଆଥିୟା ସେଟ୍ଟୀ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ଏନେଇ କେଏଲ ରାହୁଲ Xରେ ଏକ ପୋଷ୍ଟ କରି…

ପାକିସ୍ତାନରେ ଆତଙ୍କବାଦୀ ଶିବିର ଉପରେ ଭାରତର ଏୟାରଷ୍ଟ୍ରାଇକ୍ ପରେ ଧର୍ମଶାଳା ବିମାନବନ୍ଦରକୁ ଅସ୍ଥାୟୀ ଭାବରେ ବନ୍ଦ କରାଯାଇଥିବାରୁ ସେଠାରେ ଖେଳାଯିବାକୁ ଥିବା ଆଇପିଏଲ୍ ମ୍ୟାଚ୍ ପ୍ରଭାବିତ ହେବ ବୋଲି କୁହାଯାଉଛି। ଗୁରୁବାର ଧର୍ମଶାଳାରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ)…