Browsing: ଖେଳ

ଖୋଲିଲା କାଉଣ୍ଟର। ଅଫ୍‌ଲାଇନ୍ ବିକ୍ରି ପାଇଁ ଆରମ୍ଭ ହେଲେ ଟିକେଟ୍ ବିକ୍ରି। ବାରବାଟୀ ବ୍ୟାଟେଲ ପାଇଁ ବଢୁଛି କ୍ରେଜ। ଭାରତ-ଇଂଲଣ୍ଡ ମ୍ୟାଚ୍ ପାଇଁ ଆଜିଠାରୁ ବିକ୍ରି ହେଉଛି ଅଫଲାଇନ ଟିକେଟ।ଆଜି ସକାଳ ୯ଟାରୁ ସନ୍ଧ୍ୟା ୬ଟା ଯାଏ…

ବାରବାଟୀ ଦିନିକିଆ ପାଇଁ ରବିବାର ଠାରୁ ଅନଲାଇନ ଟିକେଟ୍ ବିକ୍ରି ହେବ । ରବିବାର ଅପରାହ୍ନ ୪ଟାରୁ ଅନଲାଇନ୍‌ରେ ମିଳିବ ଟିକେଟ୍ । District.inଓ୍ବେବସାଇଟ୍‌ରେ ବୁକ୍‌ କରିହେବ ଟିକେଟ୍ । Insider.inରେ ମଧ୍ୟ ବୁକ୍‌ କରିହେବ ଟିକେଟ୍…

ଜମି ଅଭାବ ଯୋଗୁ ସିଙ୍ଗାପୁର ଶନିବାର ଘୋଡ଼ା ଦୌଡ଼ର ୧୮୨ ବର୍ଷ ପ୍ରାଚୀନ ବ୍ରିଟିଶ ଶାସନ କାଳର ପରମ୍ପରାକୁ ଗୁଡବାୟ କହିଛି। କ୍ରାଞ୍ଜିର ପ୍ରତିଷ୍ଠିତ ସିଙ୍ଗାପୁର ଟର୍ଫ କ୍ଲବ (ଏସଟିସି) ରେସକୋର୍ସ ହାଉସିଂ ଓ ଅନ୍ୟ ବିକାଶ…

ବାରବାଟୀ ଦିନିକିଆକୁ ଆଉ ଦିନ କେଇଟା ସମୟ ବାକିଥିବା ବେଳେ ମ୍ୟାଚର ସଫଳ ପରିଚାଳନା ପାଇଁ ଚାଲିଛି ପ୍ରସ୍ତୁତି । ତେବେ ଆସନ୍ତା ୯ ତାରିଖ ଦିନ ହେବାକୁ ଥିବା ମ୍ୟାଚଟି ଯେମିତି ହାଇସ୍କୋରିଂ ମ୍ୟାଚ ହେବ…

ଆଜିଠାରୁ ଆରମ୍ଭ ହେଉଛି ରଣଜୀ ଟ୍ରଫି ୨୦୨୪-୨୫ । ଦିଲ୍ଲୀ ସ୍ଥିତ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ ଟିମ୍ ଏବଂ ରେଳବାଇ ଟିମ୍ ମଧ୍ୟରେ ମୁକାବିଲା ହେବ ।ଦିଲ୍ଲୀ କ୍ରିକେଟ ଟିମରେ କେହଲିଙ୍କ ଉପସ୍ଥିତିି ଉତ୍ସାହର ମାହୋଲ…

ଭାରତୀୟ ଦଳର ତାରକା ବୋଲର ଜସପ୍ରୀତ ବୁମ୍‌ରା ୨୦୨୪ର ଶ୍ରେଷ୍ଠ ଟେଷ୍ଟ କ୍ରିକେଟର ଆଖ୍ୟା ଅର୍ଜନ କରିଛନ୍ତି। ବୁମ୍‌ରାଙ୍କ ବ୍ୟତୀତ ଇଂଲଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ଜୋ ରୁଟ୍, ଇଂଲଣ୍ଡର ଯୁବ ବ୍ୟାଟ୍ସମ୍ୟାନ୍ ହ୍ୟାରି ବ୍ରୁକ୍ ଏବଂ ଶ୍ରୀଲଙ୍କାର…

ପୁଣି କ୍ରିକେଟ୍‌ ଜଗତରୁ ଆସିଲା ନିରାଶର ଖବର । ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ପ୍ରସିଦ୍ଧ ଖେଳାଳି ବିରେନ୍ଦ୍ର ସେହୱାଗଙ୍କ ସହ ଜଡ଼ିତ ଏକ ବଡ଼ ଆଶ୍ଚର୍ଯ୍ୟକର ଖବର ସାମନାକୁ ଆସିଛି । ସେହ୍ବାଗ-ଆରତୀ ପରସ୍ପରଠାରୁ ଏକ…

ଫେବୃଆରୀ ୨ରୁ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ । ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍ ଅନୁଷ୍ଠିତ ହେବ ।ଫେବୃଆରୀ ୬,୭.୮ରେ ହେବ ଅଫଲାଇନ୍ ଟିକେଟ ବିକ୍ରି ।କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତ-ଇଂଲଣ୍ଡ ଦିନିକିଆ ଅନ୍ତର୍ଜାତୀୟ…

ଫେବୃଆରୀ ୯ରେ କଟକ ବାରବାଟିରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ । ଏଥିପାଇଁ ପ୍ରଥମ ଟିକେଟ୍‌ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରିଛି ଓଡିଶା କ୍ରିକେଟ୍‌ ଆସୋସିଏସନ୍‌ । କଟକ ବାରବାଟିରେ ହେବାକୁ ଥିବା ଏହି…

ଆସନ୍ତା ମାସ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଭାରତ ବନାମ ଇଂଲଣ୍ତ ଦିନିକିଆ କ୍ରିକେଟ ମ୍ୟାଚ୍ । ଏହି ବହୁ ପ୍ରତିକ୍ଷିତ ମ୍ୟାଚ ପାଇଁ ଫେବ୍ରୁଆରୀ ପ୍ରଥମ ସପ୍ତାହରୁ ଟିକେଟ ବିକ୍ରି କରିବା ପାଇଁ…

ଭାରତୀୟ ଟିମର ଯୁବ ଷ୍ଟାର୍ କ୍ରିକେଟର ରିଙ୍କୁ ସିଂଙ୍କର ପ୍ରିୟା ସରୋଜଙ୍କ ସହ ନିର୍ବନ୍ଧ ହୋଇଛି । ପ୍ରିୟା ସମାଜବାଦୀ ପାର୍ଟିର ସାଂସଦ । ଗତକାଲି ଉଭୟଙ୍କର ନିର୍ବନ୍ଧ ସମ୍ପନ୍ନ ହୋଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି ।…

ଜାତୀୟ ଖେଳ ପୁରସ୍କାର ସମାରୋହରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି । ସମାରୋହରେ ପ୍ରମୁଖ ଖେଳାଳିଙ୍କୁ ସମ୍ମାନିତ କରାଯାଇଛି । ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ଦୁଇ ଅଲମ୍ପିକ୍ସ…