Share Facebook Twitter Pinterest Email WhatsApp ଗୋପାଳପୁରରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ। ଘଟଣାରେ ୭ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଗୋପାଳପୁର ପୋଲିସ। ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳଭୂମି ବୁଲିବାକୁ ଯାଇଥିବା ବେଳେ ଯୁବତୀ ଜଣଙ୍କ ଗଣ ଦୁଷ୍କର୍ମର ଶିକାର ହୋଇଥିଲେ। Advertisements